Jeremiah 4:23 — Compare Translations

5 translations compared side by side

Odia - 1840
"ମୁଁ ପୃଥିବୀ ଉପ ରେ ଦୃଷ୍ଟିପାତ କଲି, ଦେଖିଲି ତାହା ନିର୍ଜ୍ଜନ ଓ ଶୂନ୍ଯ ଥିଲା। ପୁଣି ଆକାଶମଣ୍ଡଳକୁ ଦୃଷ୍ଟି ନିକ୍ଷପେ କରି ଦେଖିଲି ସଠାେ ରେ ଆଲୋକ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପୃଥିବୀକି ଅନାଇଲି, ଆଉ ଦେଖ, ତାହା ନିର୍ଜନ ଓ ଶୂନ୍ୟ ଥିଲା; ଆକାଶମଣ୍ତଳକୁ ଅନାଇଲି, ଆଉ ତହିଁରେ ଦୀପ୍ତି ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ବିନାଶ ଆସୁଛି ମୁଁ ପୃଥିବୀ ଉପରେ ଦୃଷ୍ଟିପାତ କଲି, ଦେଖିଲି ତାହା ନିର୍ଜ୍ଜନ ଓ ଶୂନ୍ୟ ଥିଲା। ପୁଣି ଆକାଶମଣ୍ଡଳକୁ ଦୃଷ୍ଟି ନିକ୍ଷେପ କରି ଦେଖିଲି ସେଠାରେ ଆଲୋକ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପୃଥିବୀକୁ ଅନାଇଲି, ଆଉ ଦେଖ, ତାହା ନିର୍ଜନ ଓ ଶୂନ୍ୟ ଥିଲା; ଆକାଶମଣ୍ଡଳକୁ ଅନାଇଲି, ଆଉ ତହିଁରେ ଦୀପ୍ତି ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ମୁଁ ପୃଥିବୀକୁ ଅନାଇଲି, ଆଉ ଦେଖ, ତାହା ନିର୍ଜନ ଓ ଶୂନ୍ୟ ଥିଲା; ଆକାଶମଣ୍ଡଳକୁ ଅନାଇଲି, ଆଉ ତହିଁରେ ଦୀପ୍ତି ନ ଥିଲା।