Jeremiah 4:24 — Compare Translations
5 translations compared side by side
Odia - 1840
"ମୁଁ ପର୍ବତମାଳାକୁ ଅନାଇ ଦେଖିଲି ସଗେୁଡ଼ିକ କିତ ହେଉଥିଲେ ଓ ଉପପର୍ବତଗୁଡ଼ିକ ଦୋହଲୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପର୍ବତମାଳାକୁ ଅନାଇଲି, ଆଉ ଦେଖ, ସେସବୁ କମ୍ପିଲେ ଓ ଉପପର୍ବତସବୁ ଏଣେତେଣେ ଦୋହଲିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପର୍ବତମାଳାକୁ ଅନାଇ ଦେଖିଲି ସେଗୁଡ଼ିକ କମ୍ପିତ ହେଉଥିଲେ ଓ ଉପପର୍ବତଗୁଡ଼ିକ ଦୋହଲୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପର୍ବତମାଳାକୁ ଅନାଇଲି, ଆଉ ଦେଖ, ସେସବୁ କମ୍ପିଲେ ଓ ଉପପର୍ବତସବୁ ଏଣେତେଣେ ଦୋହଲିଲେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ପର୍ବତମାଳାକୁ ଅନାଇଲି, ଆଉ ଦେଖ, ସେସବୁ କମ୍ପିଲେ ଓ ଉପପର୍ବତସବୁ ଏଣେତେଣେ ଦୋହଲିଲେ।