Jeremiah 4:25 — Compare Translations

5 translations compared side by side

Odia - 1840
"ମୁଁ ଚାହିଁ ଦେଖିଲି କୌଣସି ମନୁଷ୍ଯ ନ ଥିଲେ ଓ ଆକାଶର ପକ୍ଷୀସବୁ ପଳାଇ ୟାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଅନାଇଲି, ଆଉ ଦେଖ, କେହି ମନୁଷ୍ୟ ନ ଥିଲା ଓ ଆକାଶର ପକ୍ଷୀସବୁ ପଳାଇ ଯାଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଗ୍ଭହିଁ ଦେଖିଲି କୌଣସି ମନୁଷ୍ୟ ନ ଥିଲେ ଓ ଆକାଶର ପକ୍ଷୀସବୁ ପଳାଇ ଯାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଅନାଇଲି, ଆଉ ଦେଖ, କେହି ମନୁଷ୍ୟ ନ ଥିଲା ଓ ଆକାଶର ପକ୍ଷୀସବୁ ପଳାଇ ଯାଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଅନାଇଲି, ଆଉ ଦେଖ, କେହି ମନୁଷ୍ୟ ନ ଥିଲା ଓ ଆକାଶର ପକ୍ଷୀସବୁ ପଳାଇ ଯାଇଥିଲେ।