Jeremiah 4:26 — Compare Translations
5 translations compared side by side
Odia - 1840
"ମୁଁ ଦେଖିଲି ଉର୍ବର କ୍ଷେତ୍ରସବୁ ମରୁଭୂମିରେ ପରିଣତ ହେଲା ଓ ସମସ୍ତ ନଗର ଧ୍ବଂସ ପାଇଲା। ସଦାପ୍ରଭୁଙ୍କ ପ୍ରଚଣ୍ଡ କୋର୍ଧ ଏହି ସମସ୍ତ ଧ୍ବଂସର କାରଣ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଅନାଇଲି, ଆଉ ଦେଖ, ସଦାପ୍ରଭୁଙ୍କ ଛାମୁରେ ଓ ତାହାଙ୍କ ପ୍ରଚଣ୍ତ କ୍ରୋଧ ସମ୍ମୁଖରେ ଉର୍ବରାକ୍ଷେତ୍ର, ମରୁଭୂମି ଓ ତହିଁର ନଗରସକଳ ଭଗ୍ନ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଦେଖିଲି ଉର୍ବର କ୍ଷେତ୍ରସବୁ ମରୁଭୂମିରେ ପରିଣତ ହେଲା ଓ ସମସ୍ତ ନଗର ଧ୍ୱଂସ ପାଇଲା। ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ଏହି ସମସ୍ତ ଧ୍ୱଂସର କାରଣ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଅନାଇଲି, ଆଉ ଦେଖ, ସଦାପ୍ରଭୁଙ୍କ ଛାମୁରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧ ସମ୍ମୁଖରେ ଉର୍ବରା କ୍ଷେତ୍ର, ମରୁଭୂମି ଓ ତହିଁର ନଗରସକଳ ଭଗ୍ନ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ମୁଁ ଅନାଇଲି, ଆଉ ଦେଖ, ସଦାପ୍ରଭୁଙ୍କ ଛାମୁରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧ ସମ୍ମୁଖରେ ଉର୍ବରା କ୍ଷେତ୍ର, ମରୁଭୂମି ଓ ତହିଁର ନଗରସକଳ ଭଗ୍ନ ହୋଇଥିଲା।