Jeremiah 4:27 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହି କଥା କହନ୍ତି, ସମଗ୍ର ଦେଶ ବନ୍ଧ୍ଯା ହବେ, ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ଏହାକୁ ନିଃଶଷେ କରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଏହି କଥା କହନ୍ତି, ସମୁଦାୟ ଦେଶ ଧ୍ଵଂସସ୍ଥାନ ହେବ; ତଥାପି ଆମ୍ଭେ ନିଃଶେଷ ରୂପେ ନାଶ କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହି କଥା କହନ୍ତି, “ସମଗ୍ର ଦେଶ ବନ୍ଧ୍ୟା ହେବ, ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ଏହାକୁ ନିଃଶେଷ କରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ସମୁଦାୟ ଦେଶ ଧ୍ୱଂସସ୍ଥାନ ହେବ; ତଥାପି ଆମ୍ଭେ ସମ୍ପୂର୍ଣ୍ଣ ରୂପେ ନାଶ କରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ସମୁଦାୟ ଦେଶ ଧ୍ୱଂସସ୍ଥାନ ହେବ; ତଥାପି ଆମ୍ଭେ ସମ୍ପୂର୍ଣ୍ଣ ରୂପେ ନାଶ କରିବା ନାହିଁ।