Jeremiah 4:28 — Compare Translations
5 translations compared side by side
Odia - 1840
"ତେଣୁ ପୃଥିବୀବାସୀ ଶୋକ କରିବେ ଓ ଉପରିସ୍ଥ ଆକାଶମଣ୍ଡଳ କୃଷ୍ଣବର୍ଣ୍ଣ ହବେ। କାରଣ ଆମ୍ଭେ ଏହା କହିଅଛୁ ଓ ଆମ୍ଭେ ଏହା ମନ ରେ ସ୍ଥିର କରିଅଛୁ। ଏଥିପାଇଁ ଆମ୍ଭେ ଅନୁତାପ କରିବୁ ନାହିଁ କି ଏଥିରୁ ବିରତ ହବେୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ସକାଶୁ ପୃଥିବୀ ଶୋକ କରିବ ଓ ଉପରିସ୍ଥ ଆକାଶମଣ୍ତଳ କୃଷ୍ଣବର୍ଣ୍ଣ ହେବ; କାରଣ ଆମ୍ଭେ ଏହା କହିଅଛୁ, ଆମ୍ଭେ ଏହା ମନରେ ସ୍ଥିର କରିଅଛୁ ଓ ଆମ୍ଭେ ଦୁଃଖିତ ହୋଇ ନାହୁଁ, କିଅବା ଆମ୍ଭେ ଏଥିରୁ ଫେରିବୁ ନାହିଁ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପୃଥିବୀବାସୀ ଶୋକ କରିବେ ଓ ଉପରିସ୍ଥ ଆକାଶମଣ୍ଡଳ କୃଷ୍ଣବର୍ଣ୍ଣ ହେବ। କାରଣ ଆମ୍ଭେ ଏହା କହିଅଛୁ ଓ ଆମ୍ଭେ ଏହା ମନରେ ସ୍ଥିର କରିଅଛୁ। ଏଥିପାଇଁ ଆମ୍ଭେ ଅନୁତାପ କରିବୁ ନାହିଁ କି ଏଥିରୁ ବିରତ ହେବୁ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିସକାଶୁ ପୃଥିବୀ ଶୋକ କରିବ ଓ ଉପରିସ୍ଥ ଆକାଶମଣ୍ଡଳ ଅନ୍ଧକାର ହେବ; କାରଣ ଆମ୍ଭେ ଏହା କହିଅଛୁ, ଆମ୍ଭେ ଏହା ମନରେ ସ୍ଥିର କରିଅଛୁ ଓ ଆମ୍ଭେ ଦୁଃଖିତ ହୋଇ ନାହୁଁ, କିଅବା ଆମ୍ଭେ ଏଥିରୁ ଫେରିବୁ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଥିସକାଶୁ ପୃଥିବୀ ଶୋକ କରିବ ଓ ଉପରିସ୍ଥ ଆକାଶମଣ୍ଡଳ ଅନ୍ଧକାର ହେବ; କାରଣ ଆମ୍ଭେ ଏହା କହିଅଛୁ, ଆମ୍ଭେ ଏହା ମନରେ ସ୍ଥିର କରିଅଛୁ ଓ ଆମ୍ଭେ ଦୁଃଖିତ ହୋଇ ନାହୁଁ, କିଅବା ଆମ୍ଭେ ଏଥିରୁ ଫେରିବୁ ନାହିଁ।”