Jeremiah 4:29 — Compare Translations
5 translations compared side by side
Odia - 1840
"ଅଶ୍ବାରୋହୀ ଓ ଧନୁର୍ଦ୍ଧାରୀଙ୍କ ଶବ୍ଦ ରେ ସମଗ୍ର ନଗରବାସୀ ଭୟ ରେ ପଳାଯନ କରିବେ। କେତକେ ଗୁମ୍ଫା ମଧିଅରେ ଲୁଚିବେ, କେତକେ ନିବିଡ଼ ଅରଣ୍ଯର ବୁଦା ମଧିଅରେ ଲୁଚିବେ ଓ ଅନ୍ୟ କେତକେ ଶୈଳ ଉପ ରେ ଚଢ଼ିବେ। ଯିହୁଦାର ସମସ୍ତ ନଗର ପରିତ୍ଯକ୍ତ ହାଇେ ଜନଶୂନ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଶ୍ଵାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀଙ୍କ ଶବ୍ଦରେ ସମଗ୍ର ନଗରବାସୀ ଭୟରେ ପଳାୟନ କରିବେ। କେତେକ ଗୁମ୍ଫା ମଧ୍ୟରେ ଲୁଚିବେ, କେତେକ ନିବିଡ଼ ଅରଣ୍ୟର ବୁଦା ମଧ୍ୟରେ ଲୁଚିବେ ଓ ଅନ୍ୟ କେତେକ ଶୈଳ ଉପରେ ଚଢ଼ିବେ। ଯିହୁଦାର ସମସ୍ତ ନଗର ପରିତ୍ୟକ୍ତ ହୋଇ ଜନଶୂନ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ।