Jeremiah 4:3 — Compare Translations

5 translations compared side by side

Odia - 1840
"କାରଣ ସଦାପ୍ରଭୁ ଯିହୁଦା ଓ ୟିରୁଶାଳମର ଲୋକମାନଙ୍କୁ ଏହିକଥା କହନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଯିହୁଦାର ଓ ଯିରୂଶାଲମର ଲୋକମାନଙ୍କୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା-ମାନଙ୍କର ପଡ଼ିଆ-ଭୂମି ଚାଷ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ ଯିହୁଦା ଓ ଯିରୁଶାଳମର ଲୋକମାନଙ୍କୁ ଏହିକଥା କହନ୍ତି, “ତୁମ୍ଭେମାନେ ନିଜ ପାଇଁ ପଡ଼ିଆ ଭୂମି ପ୍ରସ୍ତୁତ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଯିହୁଦାର ଓ ଯିରୂଶାଲମର ଲୋକମାନଙ୍କୁ ଏହି କଥା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ପଡ଼ିଆ ଭୂମି ଚାଷ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଯିହୁଦାର ଓ ଯିରୂଶାଲମର ଲୋକମାନଙ୍କୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣାମାନଙ୍କର ପଡ଼ିଆ ଭୂମି ଚାଷ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ।’”