Jeremiah 4:5 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଯିହୁଦାର ଲୋକମାନଙ୍କୁ ଏହି ବାର୍ତ୍ତା ଦିଅ ଓ ୟିରୁଶାଲମ ରେ ଏହିକଥା ପ୍ରଚାର କର। 'ସମଗ୍ର ଦେଶ ରେ ତୂରୀ ବଜାଅ' ଓ ଉଚ୍ଚସ୍ବର ରେ ଚିତ୍କାର କର, 'ତୁମ୍ଭମାନେେ ଏକତ୍ରୀତ ହୁଅ। ଆଉ କୁହ, ଆସ ସୁଦୃଢ଼ ନଗରକୁ ପଳାଇବା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ଵର କରି କୁହ, ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତରରୁ ମହା ବିନାଶ ଆସିବ “ତୁମ୍ଭେମାନେ ଯିହୁଦାର ଲୋକମାନଙ୍କୁ ଏହି ବାର୍ତ୍ତା ଦିଅ ଓ ଯିରୁଶାଲମରେ ଏହିକଥା ପ୍ରଗ୍ଭର କର। ‘ସମଗ୍ର ଦେଶରେ ତୂରୀ ବଜାଅ’ ଓ ଉଚ୍ଚସ୍ୱରରେ ଚିତ୍କାର କର, ‘ତୁମ୍ଭେମାନେ ଏକତ୍ରିତ ହୁଅ। ଆଉ କୁହ, ଆସ ସୁଦୃଢ଼ ନଗରକୁ ପଳାଇବା।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; “ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ୱର କରି କୁହ, ‘ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ।’
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ୱର କରି କୁହ, “ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ।”