Jeremiah 4:6 — Compare Translations

5 translations compared side by side

Odia - 1840
"ସିୟୋନ୍ଆଡ଼େ ଧ୍ବଜା ଉଠାଅ। ଜୀବନ ରକ୍ଷା ପାଇଁ ପଳାଯନ କର। ଅପେକ୍ଷା କର ନାହିଁ, କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିୟୋନ ଆଡ଼େ ଧ୍ଵଜା ଟେକ, ରକ୍ଷା ନିମନ୍ତେ ପଳାଅ, ବିଳମ୍ଵ କର ନାହିଁ; କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା ।
Odia Bible ERV 2004 (ପବିତ୍ର ବାଇବଲ)
ସିୟୋନଆଡ଼େ ଧ୍ୱଜା ଉଠାଅ। ଜୀବନ ରକ୍ଷା ପାଇଁ ପଳାୟନ କର। ଅପେକ୍ଷା କର ନାହିଁ, କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିୟୋନ ଆଡ଼େ ଧ୍ୱଜା ଟେକ, ରକ୍ଷା ନିମନ୍ତେ ପଳାଅ, ବିଳମ୍ବ କର ନାହିଁ; କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା।
Odia IRV 2017 (ଓଡିଆ ବାଇବେଲ)
ସିୟୋନ ଆଡ଼େ ଧ୍ୱଜା ଟେକ, ରକ୍ଷା ନିମନ୍ତେ ପଳାଅ, ବିଳମ୍ବ କର ନାହିଁ; କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା।