Jeremiah 4:7 — Compare Translations
5 translations compared side by side
Odia - 1840
"ଏକ ସିଂହ ନିଜ ଗହ୍ବରରୁ ବାହାରିଅଛି। ନାନା ଦେଶୀଯମାନଙ୍କର ବିନାଶକ ଆସୁଅଛି। ତୁମ୍ଭର ନଗରସବୁ ଧ୍ବଂସ ହବେ, ଆଉ ସଗେୁଡ଼ିକ ଜନଶୂନ୍ଯ ହବେ। ଏଥିପାଇଁ ସେ ନିଜ ସ୍ଥାନରୁ ବାହାରି ତୁମ୍ଭର ଦେଶକୁ ଉଜାଡ଼ିବାକୁ ଆସୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିଂହ ଆପଣା ଗହ୍ଵରରୁ ବାହାରି ଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରି ଅଛି⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଏକ ସିଂହ ନିଜ ଗହ୍ୱରରୁ ବାହାରିଅଛି। ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି। ତୁମ୍ଭର ନଗରସବୁ ଧ୍ୱଂସ ହେବ, ଆଉ ସେଗୁଡ଼ିକ ଜନଶୂନ୍ୟ ହେବ। ଏଥିପାଇଁ ସେ ନିଜ ସ୍ଥାନରୁ ବାହାରି ତୁମ୍ଭର ଦେଶକୁ ଉଜାଡ଼ିବାକୁ ଆସୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିଂହ ଆପଣା ଗହ୍ୱରରୁ ବାହାରିଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରିଅଛି।
Odia IRV 2017 (ଓଡିଆ ବାଇବେଲ)
ସିଂହ ଆପଣା ଗହ୍ୱରରୁ ବାହାରି ଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରି ଅଛି।