Jeremiah 4:8 — Compare Translations
5 translations compared side by side
Odia - 1840
"ତେଣୁ ତୁମ୍ଭମାନେେ ଚଟବସ୍ତ୍ର ପରିଧାନ କରି ବିଳାପ ଓ ହାହାକାର କର। କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କୋରଧ ଆମ୍ଭମାନଙ୍କ ଉପ ରେ ରହିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେମାନେ ଚଟବସ୍ତ୍ର ପରିଧାନ କରି ବିଳାପ ଓ ହାହାକାର କର। କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କ ଉପରେ ରହିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଥିସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ।