Jeremiah 4:9 — Compare Translations
5 translations compared side by side
Odia - 1840
"ସହେିଦିନ ସଦାପ୍ରଭୁ କହିଲେ, ରାଜା ଓ ତାଙ୍କର ଅଧିପତିଗଣ ସାହସ ହରାଇବେ। ଯାଜକଗଣ ଭୟଭୀତ ହବେେ ଓ ଭବିଷ୍ଯଦବକ୍ତାମାନେ କ'ଣ କହିବାକୁ ହବେ ଜାଣିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ କହନ୍ତି, ସେହି ଦିନ ରାଜାର ହୃଦୟ ଓ ଅଧିପତିଗଣର ହୃଦୟ କ୍ଷୟ ପାଇବ ଓ ଯାଜକଗଣ ଚମତ୍କୃତ ହେବେ ଓ ଭବିଷ୍ୟଦ୍ବକ୍ତାମାନେ ବିସ୍ମୟାପନ୍ନ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ସଦାପ୍ରଭୁ କହିଲେ, “ରାଜା ଓ ତାଙ୍କର ଅଧିପତିଗଣ ସାହସ ହରାଇବେ। ଯାଜକଗଣ ଭୟଭୀତ ହେବେ ଓ ଭବିଷ୍ୟଦ୍ବକ୍ତାମାନେ କ’ଣ କହିବାକୁ ହେବ ଜାଣି ପାରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁ କହନ୍ତି, “ସେହି ଦିନ ରାଜାର ହୃଦୟ ଓ ଅଧିପତିଗଣର ହୃଦୟ କ୍ଷୟ ପାଇବ ଓ ଯାଜକଗଣ ଚମତ୍କୃତ ହେବେ ଓ ଭବିଷ୍ୟଦ୍ବକ୍ତାମାନେ ବିସ୍ମୟାପନ୍ନ ହେବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ସଦାପ୍ରଭୁ କହନ୍ତି, “ସେହି ଦିନ ରାଜାର ହୃଦୟ ଓ ଅଧିପତିଗଣର ହୃଦୟ କ୍ଷୟ ପାଇବ ଓ ଯାଜକଗଣ ଚମତ୍କୃତ ହେବେ ଓ ଭବିଷ୍ୟଦ୍ବକ୍ତାମାନେ ବିସ୍ମୟାପନ୍ନ ହେବେ।”