Jeremiah 40:1 — Compare Translations
5 translations compared side by side
Odia - 1840
"ୟିରୁଶାଲମ ଓ ଯିହୁଦାର ସମସ୍ତ ବନ୍ଦୀ ବାବିଲକୁ ନିଆ ଯାଉଥିବା ବେଳେ ସମାନଙ୍କେ ମଧ୍ଯରୁ ଶୃଙ୍ଖଳାବଦ୍ଧ ଯିରିମିୟଙ୍କୁ ପ୍ରହରୀବର୍ଗର ସନୋପତି ନବୂଷରଦନ୍ ରାମା ନଗର ରେ ୟାଇ ମୁକ୍ତ କରେ। ଏହାପ ରେ ସଦାପ୍ରଭୁଙ୍କର ବାକ୍ଯ ଯିରିମିୟଙ୍କ ନିଟ ରେ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିରୂଶାଲମ ଓ ଯିହୁଦାର ଯେସମସ୍ତ ବନ୍ଦୀ ଲୋକ ବାବିଲକୁ ନିଆ ଯାଉଥିଲେ, ସେମାନଙ୍କ ମଧ୍ୟରୁ ଶୃଙ୍ଖଳାବଦ୍ଧ ଯିରିମୀୟଙ୍କୁ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ନେଇ ରାମା ନଗରରୁ ବିଦାୟ କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତା; ।
Odia Bible ERV 2004 (ପବିତ୍ର ବାଇବଲ)
ଯିରିମିୟଙ୍କ ବନ୍ଦୀରୁ ମୁକ୍ତ ଯିରୁଶାଲମ ଓ ଯିହୁଦାର ସମସ୍ତ ବନ୍ଦୀ ବାବିଲକୁ ନିଆ ଯାଉଥିବା ବେଳେ ସେମାନଙ୍କ ମଧ୍ୟରୁ ଶୃଙ୍ଖଳାବଦ୍ଧ ଯିରିମିୟଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ରାମା ନଗରରେ ଯାଇ ମୁକ୍ତ କଲେ। ଏହା ପରେ ସଦାପ୍ରଭୁଙ୍କର ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିରୂଶାଲମ ଓ ଯିହୁଦାର ଯେସମସ୍ତ ବନ୍ଦୀ ଲୋକ ବାବିଲକୁ ନିଆଯାଉଥିଲେ, ସେମାନଙ୍କ ମଧ୍ୟରୁ ଶୃଙ୍ଖଳାବଦ୍ଧ ଯିରିମୀୟଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ନେଇ ରାମା ନଗରରୁ ବିଦାୟ କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
Odia IRV 2017 (ଓଡିଆ ବାଇବେଲ)
ଯିରୂଶାଲମ ଓ ଯିହୁଦାର ଯେସମସ୍ତ ବନ୍ଦୀ ଲୋକ ବାବିଲକୁ ନିଆ ଯାଉଥିଲେ, ସେମାନଙ୍କ ମଧ୍ୟରୁ ଶୃଙ୍ଖଳାବଦ୍ଧ ଯିରିମୀୟଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ନେଇ ରାମା ନଗରରୁ ବିଦାୟ କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।