Jeremiah 40:10 — Compare Translations
5 translations compared side by side
Odia - 1840
"ଆଉ ଦେଖ, ଯେଉଁ କଲଦୀଯମାନେ ଆମ୍ଭ ନିକଟକୁ ମିସ୍ଫୀକୁ ଆସିବେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସମାନଙ୍କେୁ ଉତ୍ତର କରିବା। ମାତ୍ର ତୁମ୍ଭମାନେେ ଦ୍ରାକ୍ଷାରସ, ଗ୍ରୀଷ୍ମକାଳୀନ ଫଳ ଓ ତୈଳ ସଞ୍ଚଯ କରି ଆପଣା ଆପଣା ପାତ୍ର ରେ ରଖ। ଆଉ ତୁମ୍ଭମାନେେ ହସ୍ତଗତ କରିଥିବା ନଗରଗୁଡ଼ିକରେ ବାସ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଯେଉଁ କଲ୍ଦୀୟମାନେ ଆମ୍ଭମାନଙ୍କ ନିକଟକୁ ଆସିବେ, ସେମାନଙ୍କ ସମ୍ମୁଖରେ ଠିଆହେବା ପାଇଁ ଆମ୍ଭେ ମିସ୍ପାରେ ବାସ କରିବା; ମାତ୍ର ତୁମ୍ଭେମାନେ ଦ୍ରାକ୍ଷାରସ, ଗ୍ରୀଷ୍ମକାଳୀନ ଫଳ ଓ ତୈଳ ସଞ୍ଚୟ କରି ଆପଣା ଆପଣା ପାତ୍ରରେ ରଖ, ଆଉ ତୁମ୍ଭମାନଙ୍କର ଯେସକଳ ନଗର ତୁମ୍ଭେମାନେ ହସ୍ତଗତ କରିଅଛ, ତହିଁରେ ବାସ କର ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଦେଖ, ଯେଉଁ କଲ୍ଦୀୟମାନେ ଆମ୍ଭ ନିକଟକୁ ମିସ୍ପୀକୁ ଆସିବେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସେମାନଙ୍କୁ ଉତ୍ତର କରିବା। ମାତ୍ର ତୁମ୍ଭେମାନେ ଦ୍ରାକ୍ଷାରସ, ଗ୍ରୀଷ୍ମକାଳୀନ ଫଳ ଓ ତୈଳ ସଞ୍ଚୟ କରି ଆପଣା ଆପଣା ପାତ୍ରରେ ରଖ। ଆଉ ତୁମ୍ଭେମାନେ ହସ୍ତଗତ କରିଥିବା ନଗରଗୁଡ଼ିକରେ ବାସ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଯେଉଁ କଲ୍ଦୀୟମାନେ ଆମ୍ଭମାନଙ୍କ ନିକଟକୁ ଆସିବେ, ସେମାନଙ୍କ ସମ୍ମୁଖରେ ଠିଆ ହେବା ପାଇଁ ଆମ୍ଭେ ମିସ୍ପାରେ ବାସ କରିବା; ମାତ୍ର ତୁମ୍ଭେମାନେ ଦ୍ରାକ୍ଷାରସ, ଗ୍ରୀଷ୍ମକାଳୀନ ଫଳ ଓ ତୈଳ ସଞ୍ଚୟ କରି ଆପଣା ଆପଣା ପାତ୍ରରେ ରଖ, ଆଉ ତୁମ୍ଭମାନଙ୍କର ଯେସକଳ ନଗର ତୁମ୍ଭେମାନେ ହସ୍ତଗତ କରିଅଛ, ତହିଁରେ ବାସ କର।”
Odia IRV 2017 (ଓଡିଆ ବାଇବେଲ)