Jeremiah 40:11 — Compare Translations
5 translations compared side by side
Odia - 1840
"ଯିହୁଦାର ଯେଉଁସବୁ ଲୋକ ମାୟୋବ, ଅମ୍ମାନେ, ଇଦୋମ ଓ ଅନ୍ଯାନ୍ଯ ସବୁ ଦେଶ ରେ ଥିଲେ, ସମାନେେ ଶୁଣିଲେ ଯେ ବାବିଲର ରାଜା ଯିହୁଦା ଏକ ଅବଶିଷ୍ଟ ଅଂଶ ଲୋକ ରଖିଅଛି ଓ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିଯକୁ ସମାନଙ୍କେୁ ଶାସନ କରିବାକୁ ନିୟୁକ୍ତ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୋୟାବରେ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ, ଆଉ ଇଦୋମରେ ଓ ଅନ୍ୟାନ୍ୟ ସକଳ ଦେଶରେ ଯେଉଁ ଯିହୁଦୀୟମାନେ ଥିଲେ, ସେମାନେ ଯେତେବେଳେ ଶୁଣିଲେ ଯେ, ବାବିଲର ରାଜା ଯିହୁଦାର ଏକ ଅଂଶ ଲୋକ ଅବଶିଷ୍ଟ ରଖିଅଛି ଓ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟକୁ ସେମାନଙ୍କ ଉପରେ ନିଯୁକ୍ତ କରିଅଛି;
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଯେଉଁସବୁ ଲୋକ ମୋୟାବ, ଅମ୍ମୋନ, ଇଦୋମ ଓ ଅନ୍ୟାନ୍ୟ ସବୁ ଦେଶରେ ଥିଲେ, ସେମାନେ ଶୁଣିଲେ ଯେ ବାବିଲର ରାଜା ଯିହୁଦା ଏକ ଅବଶିଷ୍ଟ ଅଂଶ ଲୋକ ରଖିଅଛି ଓ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିୟକୁ ସେମାନଙ୍କୁ ଶାସନ କରିବାକୁ ନିଯୁକ୍ତ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୋୟାବରେ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ, ଆଉ ଇଦୋମରେ ଓ ଅନ୍ୟାନ୍ୟ ସକଳ ଦେଶରେ ଯେଉଁ ଯିହୁଦୀୟମାନେ ଥିଲେ, ସେମାନେ ଯେତେବେଳେ ଶୁଣିଲେ ଯେ, ବାବିଲର ରାଜା ଯିହୁଦାର ଏକ ଅଂଶ ଲୋକ ଅବଶିଷ୍ଟ ରଖିଅଛି ଓ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ସେମାନଙ୍କ ଉପରେ ନିଯୁକ୍ତ କରିଅଛି;
Odia IRV 2017 (ଓଡିଆ ବାଇବେଲ)
ଆଉ, ମୋୟାବରେ ଓ ଅମ୍ମୋନ ସନ୍ତାନଗଣ ମଧ୍ୟରେ, ଆଉ ଇଦୋମରେ ଓ ଅନ୍ୟାନ୍ୟ ସକଳ ଦେଶରେ ଯେଉଁ ଯିହୁଦୀୟମାନେ ଥିଲେ, ସେମାନେ ଯେତେବେଳେ ଶୁଣିଲେ ଯେ, ବାବିଲର ରାଜା ଯିହୁଦାର ଏକ ଅଂଶ ଲୋକ ଅବଶିଷ୍ଟ ରଖିଅଛି ଓ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ସେମାନଙ୍କ ଉପରେ ନିଯୁକ୍ତ କରିଅଛି;