Jeremiah 40:12 — Compare Translations
5 translations compared side by side
Odia - 1840
"ଯେତବେେଳେ ୟିହୁଦୀମାନେ ଏହି ସମ୍ବାଦ ଶୁଣିଲେ, ସମାନେେ ବିତାଡ଼ିତ ହାଇେଥିବା ଦେଶମାନଙ୍କରୁ ଯିହୁଦାକୁ ଫରେିଆସିଲେ। ସମାନେେ ମିସ୍ଫା ରେ ଗଦଲିଯ ନିକଟକୁ ଆସିଲେ। ଆଉ ଅପାର ଦ୍ରାକ୍ଷାରସ ଓ ଗ୍ରୀଷ୍ମକାଳୀନ ଫଳ ସଞ୍ଚଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେହି ଯିହୁଦୀୟମାନେ ଯେ ଯେଉଁ ସ୍ଥାନକୁ ତାଡ଼ିତ ହୋଇଥିଲେ, ସେସକଳ ସ୍ଥାନରୁ ଫେରି ଯିହୁଦା ଦେଶକୁ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ, ଆଉ ପ୍ରଚୁର ଦ୍ରାକ୍ଷାରସ ଓ ଗ୍ରୀଷ୍ମକାଳୀନ ଫଳ ସଞ୍ଚୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଯିହୁଦୀମାନେ ଏହି ସମ୍ବାଦ ଶୁଣିଲେ, ସେମାନେ ବିତାଡ଼ିତ ହୋଇଥିବା ଦେଶମାନଙ୍କରୁ ଯିହୁଦାକୁ ଫେରି ଆସିଲେ। ସେମାନେ ମିସ୍ପାରେ ଗଦଲିୟ ନିକଟକୁ ଆସିଲେ। ଆଉ ଅପାର ଦ୍ରାକ୍ଷାରସ ଓ ଗ୍ରୀଷ୍ମକାଳୀନ ଫଳ ସଞ୍ଚୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେହି ଯିହୁଦୀୟମାନେ ଯେ ଯେଉଁ ସ୍ଥାନକୁ ତାଡ଼ିତ ହୋଇଥିଲେ, ସେସକଳ ସ୍ଥାନରୁ ଫେରି ଯିହୁଦା ଦେଶକୁ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ, ଆଉ ପ୍ରଚୁର ଦ୍ରାକ୍ଷାରସ ଓ ଗ୍ରୀଷ୍ମକାଳୀନ ଫଳ ସଞ୍ଚୟ କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେହି ଯିହୁଦୀୟମାନେ ଯେ ଯେଉଁ ସ୍ଥାନକୁ ତାଡ଼ିତ ହୋଇଥିଲେ, ସେସକଳ ସ୍ଥାନରୁ ଫେରି ଯିହୁଦା ଦେଶକୁ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ, ଆଉ ପ୍ରଚୁର ଦ୍ରାକ୍ଷାରସ ଓ ଗ୍ରୀଷ୍ମକାଳୀନ ଫଳ ସଞ୍ଚୟ କଲେ।