Jeremiah 40:13 — Compare Translations
5 translations compared side by side
Odia - 1840
"ଆହୁରି କା ରହରେ ପୁତ୍ର ଗୋହାନନ୍ ଓ ପଦା ରେ ଅବସ୍ଥିତ ସନୋପତି ସକଳ ମିସ୍ପା ରେ ଗଦଲିଯ ନିକଟକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, କାରେହର ପୁତ୍ର ଯୋହାନନ୍ ଓ ପଦାରେ ଅବସ୍ଥିତ ସେନାପତିସକଳ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି କାରେହର ପୁତ୍ର ଯୋହାନନ୍ ଓ ପଦାରେ ଅବସ୍ଥିତ ସେନାପତି ସକଳ ମିସ୍ପାରେ ଗଦଲିୟ ନିକଟକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, କାରେହର ପୁତ୍ର ଯୋହାନନ୍ ଓ ପଦାରେ ଅବସ୍ଥିତ ସେନାପତିସକଳ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ,
Odia IRV 2017 (ଓଡିଆ ବାଇବେଲ)
ଆହୁରି, କାରେହର ପୁତ୍ର ଯୋହାନନ୍ ଓ ପଦାରେ ଅବସ୍ଥିତ ସେନାପତିସକଳ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ,