Jeremiah 40:14 — Compare Translations

5 translations compared side by side

Odia - 1840
"ରୋହାନନ୍ ଓ ସହେି ଅଧିପତିଗଣ ଗଦଲିଯକୁ କହିଲେ, ଅମ୍ନୋନ୍ ସନ୍ତାନଗଣର ରାଜା ବାଲୀସ ଆପଣଙ୍କ ପ୍ରାଣ ନବୋପାଇଁ ନଥନିଯର ପୁତ୍ର ଇଶମାଯଲକେୁ ପଠାଇଅଛି ବୋଲି ଆପଣ ଜାଣନ୍ତି କି? ମାତ୍ର ଅହୀକାମର ପୁତ୍ର ଗଦଲିଯ ସମାନଙ୍କେ କଥା ରେ ବିଶ୍ବାସ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତାହାକୁ କହିଲେ, ଅମ୍ମୋନ-ସନ୍ତାନଗଣର ରାଜା ବାଲୀସ ଆପଣଙ୍କ ପ୍ରାଣ ନେବା ପାଇଁ ନଥନୀୟର ପୁତ୍ର ଇଶ୍ମାୟେଲକୁ ପଠାଇଅଛି ବୋଲି କି ଆପଣ ଜାଣନ୍ତି? ମାତ୍ର ଅହୀକାମର ପୁତ୍ର ଗଦଲୀୟ ସେମାନଙ୍କ କଥାରେ ବିଶ୍ଵାସ କଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋହାନନ୍ ଓ ସେହି ଅଧିପତିଗଣ ଗଦଲିୟକୁ କହିଲେ, “ଅମ୍ମୋନ୍ ସନ୍ତାନଗଣର ରାଜା ବାଲୀସ ଆପଣଙ୍କ ପ୍ରାଣ ନେବା ପାଇଁ ନଥନିୟର ପୁତ୍ର ଇ‌ଶ୍‌ମାୟେଲକୁ ପଠାଇଅଛି ବୋଲି ଆପଣ ଜାଣନ୍ତି କି?” ମାତ୍ର ଅହୀକାମର ପୁତ୍ର ଗଦଲିୟ ସେମାନଙ୍କ କଥାରେ ବିଶ୍ୱାସ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତାହାକୁ କହିଲେ, “ଅମ୍ମୋନ-ସନ୍ତାନଗଣର ରାଜା ବାଲୀସ ଆପଣଙ୍କ ପ୍ରାଣ ନେବା ପାଇଁ ନଥନୀୟର ପୁତ୍ର ଇଶ୍ମାୟେଲକୁ ପଠାଇଅଛି ବୋଲି କି ଆପଣ ଜାଣନ୍ତି?” ମାତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ସେମାନଙ୍କ କଥାରେ ବିଶ୍ୱାସ କଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ତାହାକୁ କହିଲେ, “ଅମ୍ମୋନ ସନ୍ତାନଗଣର ରାଜା ବାଲୀସ ଆପଣଙ୍କ ପ୍ରାଣ ନେବା ପାଇଁ ନଥନୀୟର ପୁତ୍ର ଇଶ୍ମାୟେଲକୁ ପଠାଇଅଛି ବୋଲି କି ଆପଣ ଜାଣନ୍ତି?” ମାତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ସେମାନଙ୍କ କଥାରେ ବିଶ୍ୱାସ କଲା ନାହିଁ।