Jeremiah 40:15 — Compare Translations

5 translations compared side by side

Odia - 1840
"ତାହାପ ରେ କା ରହରେ ପୁତ୍ର ୟୋହାନନ୍ ମିସ୍ପା ରେ ଗଦଲିଯକୁ ଗୋପନ ରେ କହିଲେ, ଆପଣଙ୍କର ଅନୁମତି ହେଲେ ମୁଁ ୟାଇ ନଥନିଯର ପୁତ୍ର ଉଶମାଯଲକେୁ ବଧ କରିବି। ଆୁ କହେି ତାହା ଜାଣିବେ ନାହିଁ। ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ବାରା ଆପଣଙ୍କ ନିକଟରେ ସଂଗୃହୀତ ୟିହୁଦୀଯ ସମସ୍ତେ ଚ୍ଛିନ୍ନଭିନ୍ନ ହାଇଯେିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ କାରେହର ପୁତ୍ର ଯୋହାନନ୍ ମିସ୍ପାରେ ଗଦଲୀୟକୁ ଗୋପନରେ କହିଲା, ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନୀୟର ପୁତ୍ର ଇଶ୍ମାୟେଲକୁ ବଧ କରିବି, ଆଉ କେହି ତାହା ଜାଣିବ ନାହିଁ; ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ଵାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ?
Odia Bible ERV 2004 (ପବିତ୍ର ବାଇବଲ)
ତାହାପରେ କାରେହର ପୁତ୍ର ଯୋହାନନ୍ ମି‌‌ସ୍‌‌ପାରେ ଗଦଲିୟକୁ ଗୋପନରେ କହିଲେ, “ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନିୟର ପୁତ୍ର ଇ‌ଶ୍‌ମାୟେଲକୁ ବଧ କରିବି। ଆଉ କେହି ତାହା ଜାଣିବେ ନାହିଁ। ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ୱାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ କାରେହର ପୁତ୍ର ଯୋହାନନ୍‍ ମିସ୍ପାରେ ଗଦଲୀୟଙ୍କୁ ଗୋପନରେ କହିଲା, “ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନୀୟର ପୁତ୍ର ଇଶ୍ମାୟେଲକୁ ବଧ କରିବି, ଆଉ କେହି ତାହା ଜାଣିବ ନାହିଁ; ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ୱାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ?”
Odia IRV 2017 (ଓଡିଆ ବାଇବେଲ)