Jeremiah 40:16 — Compare Translations
5 translations compared side by side
Odia - 1840
"କିନ୍ତୁ ଅହୀକାମର ପୁତ୍ର ଗଦଲିଯ କାଲହରେ ପୁତ୍ର ୟୋହାନନକୁ କହିଲେ, ତୁମ୍ଭେ ଇଶମାଯଲକେୁ ବଧ କର ନାହିଁ। କାରଣ ତୁମ୍ଭେ ତାଙ୍କ ବିଷଯ ରେ ଯାହା କହୁଅଛ ତାହା ସତ୍ଯ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅହୀକାମର ପୁତ୍ର ଗଦଲୀୟ କାରେହର ପୁତ୍ର ଯୋହାନନ୍କୁ କହିଲା, ତୁମ୍ଭେ ଏ କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭେ ଇଶ୍ମାୟେଲ ବିଷୟରେ ମିଥ୍ୟା କଥା କହୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଅହୀକାମର ପୁତ୍ର ଗଦଲିୟ କାରେହର ପୁତ୍ର ଯୋହାନନ୍କୁ କହିଲେ, “ତୁମ୍ଭେ ଇଶ୍ମାୟେଲକୁ ବଧ କର ନାହିଁ। କାରଣ ତୁମ୍ଭେ ତାଙ୍କ ବିଷୟରେ ଯାହା କହୁଅଛ ତାହା ସତ୍ୟ ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅହୀକାମ୍ର ପୁତ୍ର ଗଦଲୀୟ କାରେହର ପୁତ୍ର ଯୋହାନନ୍କୁ କହିଲା, “ତୁମ୍ଭେ ଏ କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭେ ଇଶ୍ମାୟେଲ ବିଷୟରେ ମିଥ୍ୟା କଥା କହୁଅଛ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅହୀକାମ୍ର ପୁତ୍ର ଗଦଲୀୟ କାରେହର ପୁତ୍ର ଯୋହାନନ୍କୁ କହିଲା, “ତୁମ୍ଭେ ଏ କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭେ ଇଶ୍ମାୟେଲ ବିଷୟରେ ମିଥ୍ୟା କଥା କହୁଅଛ।”