Jeremiah 40:2 — Compare Translations
5 translations compared side by side
Odia - 1840
"ସେତବେେଳେ ପ୍ରହରୀବର୍ଗର ସନୋପତି, ଯିରିମିୟଙ୍କୁ କହିଲା, ସଦାପ୍ରଭୁ ତୁମ୍ଭ ପରମେଶ୍ବର ଏହି ସ୍ଥାନ ବିଷଯ ରେ ଏହି ଅମଙ୍ଗଳକର କଥା କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ:
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ପ୍ରହରୀବର୍ଗର ସେନାପତି, “ଯିରିମିୟଙ୍କୁ କହିଲା, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳକର କଥା କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ:
Odia IRV 2017 (ଓଡିଆ ବାଇବେଲ)
ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ: