Jeremiah 40:3 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତାଙ୍କ କହିବାନୁସା ରେ ସବୁ ଘଟାଇ ଅଛନ୍ତି। ଏହା ଘଟିଲା, କାରଣ ତୁମ୍ଭର ଲୋକମାନେ ତାଙ୍କର କଥା ମାନିଲେ ନାହିଁ ଓ ପାପ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସଦାପ୍ରଭୁ ତାହା ଘଟାଇଅଛନ୍ତି ଓ ଯେପରି କହିଥିଲେ, ସେପରି କରିଅଛନ୍ତି; ତୁମ୍ଭେମାନେ ସଦାପ୍ରଭୁଙ୍କର କଥା ନ ମାନି ତାହାଙ୍କ ବିରୁଦ୍ଧରେ ପାପ କରିଅଛ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଏହା ଘଟିଅଛି।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କ କହିବାନୁସାରେ ସବୁ ଘଟାଇ ଅଛନ୍ତି। ଏହା ଘଟିଲା, କାରଣ ତୁମ୍ଭର ଲୋକମାନେ ତାଙ୍କର କଥା ମାନିଲେ ନାହିଁ ଓ ପାପ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସଦାପ୍ରଭୁ ତାହା ଘଟାଇଅଛନ୍ତି ଓ ଯେପରି କହିଥିଲେ, ସେପରି କରିଅଛନ୍ତି; ତୁମ୍ଭେମାନେ ସଦାପ୍ରଭୁଙ୍କର କଥା ନ ମାନି ତାହାଙ୍କ ବିରୁଦ୍ଧରେ ପାପ କରିଅଛ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଏହା ଘଟିଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ, ସଦାପ୍ରଭୁ ତାହା ଘଟାଇଅଛନ୍ତି ଓ ଯେପରି କହିଥିଲେ, ସେପରି କରିଅଛନ୍ତି; ତୁମ୍ଭେମାନେ ସଦାପ୍ରଭୁଙ୍କର କଥା ନ ମାନି ତାହାଙ୍କ ବିରୁଦ୍ଧରେ ପାପ କରିଅଛ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଏହା ଘଟିଅଛି।”