Jeremiah 40:4 — Compare Translations
5 translations compared side by side
Odia - 1840
"ଆଉ ବର୍ତ୍ତମାନ ମୁଁ ତୁମ୍ଭ ହସ୍ତରୁ ଶୃଙ୍ଖଳ ବୁକ୍ତ କଲି। ଯଦି ତୁମ୍ଭେ ମାେ ସହିତ ବାବିଲ ୟିବାକୁ ଇଚ୍ଛା କରୁଛ, ତବେେ ଆସ, ମୁଁ ତୁମ୍ଭର ଉତ୍ତମରୂପେ ଯତ୍ନ ନବେି। ଯଦି ତୁମ୍ଭେ ମାେ ସହିତ ୟିବାକୁ ଇଚ୍ଛା ନ କରୁଛ, ତବେେ ସେଥିରୁ କ୍ଷାନ୍ତ ହୁଅ। ସମସ୍ତ ଦେଶ ତୁମ୍ଭ ପାଇଁ ମୁକ୍ତ ରହିଛି। ତୁମ୍ଭେ ଯେ କୌଣସି ସ୍ଥାନକୁ ୟିବାକୁ ଭଲ ମନେ କରୁଛ, ସଠାେକୁ ୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି । ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯେବେ ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ଵାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯେବେ ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷା; ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ବର୍ତ୍ତମାନ ମୁଁ ତୁମ୍ଭ ହସ୍ତରୁ ଶୃଙ୍ଖଳ ମୁକ୍ତ କଲି। ଯଦି ତୁମ୍ଭେ ମୋ’ ସହିତ ବାବିଲ ଯିବାକୁ ଇଚ୍ଛା କରୁଛ, ତେବେ ଆସ, ମୁଁ ତୁମ୍ଭର ଉତ୍ତମରୂପେ ଯତ୍ନ ନେବି। ଯଦି ତୁମ୍ଭେ ମୋ’ ସହିତ ଯିବାକୁ ଇଚ୍ଛା ନ କରୁଛ, ତେବେ ସେଥିରୁ କ୍ଷାନ୍ତ ହୁଅ। ସମସ୍ତ ଦେଶ ତୁମ୍ଭ ପାଇଁ ମୁକ୍ତ ରହିଛି। ତୁମ୍ଭେ ଯେକୌଣସି ସ୍ଥାନକୁ ଯିବାକୁ ଭଲ ମନେ କରୁଛ, ସେଠାକୁ ଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ୱାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷାନ୍ତ ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋ’ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ୱାବଧାନ କରିବି; ମାତ୍ର ମୋ’ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷାନ୍ତ ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ।