Jeremiah 40:5 — Compare Translations
5 translations compared side by side
Odia - 1840
"ଅଥବା ତୁମ୍ଭେ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିଯ ନିକଟକୁ ଫରେିୟାଅ। ବାବିଲର ରାଜା ତାକୁ ଯିହୁଦାର ଶାସନକର୍ତ୍ତା ରୂପେ ନିୟୁକ୍ତ କରିଅଛି। ତୁମ୍ଭେ ତାଙ୍କ ସହିତ ବାସ କର କିଅବା ଯେ କୌଣସି ସ୍ଥାନକୁ ୟିବାକୁ ଇଚ୍ଛା କରୁଛ ସେ ସ୍ଥାନକୁ ୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିରିମୀୟ ଫେରି ନ ଯାଉଣୁ ସେ ତାଙ୍କୁ କହିଲା, ତେବେ ତୁମ୍ଭେ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟ ନିକଟକୁ ଫେରି ଯାଅ, ବାବିଲର ରାଜା ତାହାକୁ ଯିହୁଦାର ନଗରସମୂହର ଉପରେ ଶାସନକର୍ତ୍ତା ପଦରେ ନିଯୁକ୍ତ କରିଅଛି, ଆଉ ତୁମ୍ଭେ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କର; ଅବା ଯେକୌଣସି ସ୍ଥାନକୁ ଯିବା ପାଇଁ ତୁମ୍ଭକୁ ଉପଯୁକ୍ତ ଦିଶେ, ସେ ସ୍ଥାନକୁ ଯାଅ । ତହିଁରେ ପ୍ରହରୀବର୍ଗର ସେନାପତି ତାଙ୍କୁ ପାଥେୟ ଓ ପାରିତୋଷିକ ଦେଇ ବିଦାୟ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅଥବା ତୁମ୍ଭେ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିୟ ନିକଟକୁ ଫେରିଯାଅ। ବାବିଲର ରାଜା ତାକୁ ଯିହୁଦାର ଶାସନକର୍ତ୍ତା ରୂପେ ନିଯୁକ୍ତ କରିଅଛି। ତୁମ୍ଭେ ତାଙ୍କ ସହିତ ବାସ କର କିଅବା ଯେକୌଣସି ସ୍ଥାନକୁ ଯିବାକୁ ଇଚ୍ଛା କରୁଛ ସେ ସ୍ଥାନକୁ ଯାଅ।” ତା’ପରେ ନବୂଷରଦନ୍ ଯିରିମିୟଙ୍କୁ କିଛି ଖାଦ୍ୟ ଓ ପାରିତୋଷିକ ଦେଇ ବିଦାୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିରିମୀୟ ଫେରି ନ ଯାଉଣୁ ନବୂଷରଦନ୍ ତାଙ୍କୁ କହିଲା, “ତେବେ ତୁମ୍ଭେ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟ ନିକଟକୁ ଫେରିଯାଅ, ବାବିଲର ରାଜା ତାହାକୁ ଯିହୁଦାର ନଗରସମୂହର ଉପରେ ଶାସନକର୍ତ୍ତା ପଦରେ ନିଯୁକ୍ତ କରିଅଛି, ଆଉ ତୁମ୍ଭେ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କର; ଅବା ଯେକୌଣସି ସ୍ଥାନକୁ ଯିବା ପାଇଁ ତୁମ୍ଭକୁ ଉପଯୁକ୍ତ ଦିଶେ, ସେ ସ୍ଥାନକୁ ଯାଅ।” ତହିଁରେ ପ୍ରହରୀବର୍ଗର ସେନାପତି ତାଙ୍କୁ ପାଥେୟ ଓ ପାରିତୋଷିକ ଦେଇ ବିଦାୟ କଲା।
Odia IRV 2017 (ଓଡିଆ ବାଇବେଲ)
ଯିରିମୀୟ ଫେରି ନ ଯାଉଣୁ ନବୂଷରଦନ୍ ତାଙ୍କୁ କହିଲା, “ତେବେ ତୁମ୍ଭେ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟ ନିକଟକୁ ଫେରି ଯାଅ, ବାବିଲର ରାଜା ତାହାକୁ ଯିହୁଦାର ନଗରସମୂହର ଉପରେ ଶାସନକର୍ତ୍ତା ପଦରେ ନିଯୁକ୍ତ କରିଅଛି, ଆଉ ତୁମ୍ଭେ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କର; ଅବା ଯେକୌଣସି ସ୍ଥାନକୁ ଯିବା ପାଇଁ ତୁମ୍ଭକୁ ଉପଯୁକ୍ତ ଦିଶେ, ସେ ସ୍ଥାନକୁ ଯାଅ।” ତହିଁରେ ପ୍ରହରୀବର୍ଗର ସେନାପତି ତାଙ୍କୁ ପାଥେୟ ଓ ପାରିତୋଷିକ ଦେଇ ବିଦାୟ କଲା।