Jeremiah 40:6 — Compare Translations
5 translations compared side by side
Odia - 1840
"ତେଣୁ ଯିରିମିୟ ମିସ୍ତ୍ରା ରେ ଅହୀକାମର ପୁତ୍ର ଗଦଲିଯ ନିକଟକୁ ୟାଇ ଅବଶିଷ୍ଟ ଲୋକମାନଙ୍କ ମଧିଅରେ ଯିହୁଦା ରେ ତାଙ୍କ ସଙ୍ଗେ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିରିମୀୟ ମିସ୍ପାକୁ ଅହୀକାମର ପୁତ୍ର ଗଦଲୀୟ ନିକଟକୁ ଯାଇ ଦେଶସ୍ଥ ଅବଶିଷ୍ଟ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିରିମିୟ ମିସ୍ପାରେ ଅହୀକାମର ପୁତ୍ର ଗଦଲିୟ ନିକଟକୁ ଯାଇ ଅବଶିଷ୍ଟ ଲୋକମାନଙ୍କ ମଧ୍ୟରେ ଯିହୁଦାରେ ତାଙ୍କ ସଙ୍ଗେ ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିରିମୀୟ ମିସ୍ପାକୁ ଅହୀକାମ୍ର ପୁତ୍ର ଗଦଲୀୟ ନିକଟକୁ ଯାଇ ଦେଶସ୍ଥ ଅବଶିଷ୍ଟ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିରିମୀୟ ମିସ୍ପାକୁ ଅହୀକାମ୍ର ପୁତ୍ର ଗଦଲୀୟ ନିକଟକୁ ଯାଇ ଦେଶସ୍ଥ ଅବଶିଷ୍ଟ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କଲେ।