Jeremiah 40:7 — Compare Translations
5 translations compared side by side
Odia - 1840
"ଯେତବେେଳେ ୟିରୁଶାଲମ ଧ୍ବଂସ ହେଲା, ସେତବେେଳେ ଯିହୁଦାର କେତକେ ସନୋପତି, ଅଧିପତି ଓ ଲୋକ ବାହା ରେ ଥିଲେ। ସମାନେେ ଶୁଣିଲେ ଯେ ବାବିଲର ରାଜା ଅହୀକାମର ପୁତ୍ର ଗଦଲିଯକୁ ଦେଶର ଶାସନକର୍ତ୍ତା ରୂପେ ନିୟୁକ୍ତ କରିଅଛନ୍ତି। ସେ ତାଙ୍କ ଉପ ରେ ବାବିଲକୁ ନିଆୟାଇ ନ ଥିବା ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଏବଂ ଦେଶସ୍ଥ ଦରିଦ୍ରମାନଙ୍କର ଭାର ନ୍ଯସ୍ତ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଅହୀକାମର ପୁତ୍ର ଗଦଲୀୟକୁ ବାବିଲର ରାଜା ଦେଶର ଶାସନକର୍ତ୍ତା କରି ନିଯୁକ୍ତ କରିଅଛି ଓ ଯେଉଁମାନେ ବନ୍ଦୀ ହୋଇ ବାବିଲକୁ ନୀତ ହୋଇ ନାହାନ୍ତି, ଏପରି ସକଳ ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଓ ଦେଶସ୍ଥ ଦରିଦ୍ରମାନଙ୍କର ଭାର ତାହା ହସ୍ତରେ ସମର୍ପଣ କରିଅଛି ବୋଲି ପଦାରେ ସ୍ଥିତ ସେନାପତିଗଣ ଓ ସେମାନଙ୍କର ଲୋକମାନେ ଶୁଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗଦଲିୟଙ୍କ ସ୍ୱଳ୍ପ ଶାସନ ଯେତେବେଳେ ଯିରୁଶାଲମ ଧ୍ୱଂସ ହେଲା, ସେତେବେଳେ ଯିହୁଦାର କେତେକ ସେନାପତି, ଅଧିପତି ଓ ଲୋକ ବାହାରେ ଥିଲେ। ସେମାନେ ଶୁଣିଲେ ଯେ ବାବିଲର ରାଜା ଅହୀକାମର ପୁତ୍ର ଗଦଲିୟକୁ ଦେଶର ଶାସନକର୍ତ୍ତା ରୂପେ ନିଯୁକ୍ତ କରିଅଛନ୍ତି। ସେ ତାଙ୍କ ଉପରେ ବାବିଲକୁ ନିଆଯାଇ ନ ଥିବା ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଏବଂ ଦେଶସ୍ଥ ଦରିଦ୍ରମାନଙ୍କର ଭାର ନ୍ୟସ୍ତ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ବାବିଲର ରାଜା ଦେଶର ଶାସନକର୍ତ୍ତା କରି ନିଯୁକ୍ତ କରିଅଛି ଓ ଯେଉଁମାନେ ବନ୍ଦୀ ହୋଇ ବାବିଲକୁ ନୀତ ହୋଇ ନାହାନ୍ତି, ଏପରି ସକଳ ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଓ ଦେଶସ୍ଥ ଦରିଦ୍ରମାନଙ୍କର ଭାର ତାହା ହସ୍ତରେ ସମର୍ପଣ କରିଅଛି ବୋଲି ପଦାରେ ସ୍ଥିତ ସେନାପତିଗଣ ଓ ସେମାନଙ୍କର ଲୋକମାନେ ଶୁଣିଲେ।
Odia IRV 2017 (ଓଡିଆ ବାଇବେଲ)