Jeremiah 40:8 — Compare Translations
5 translations compared side by side
Odia - 1840
"ଯେଉଁମାନେ ମିସ୍ଫୀକୁ ଗଦଲିଯ ନିକଟକୁ ଗଲେ ସମାନଙ୍କେ ମଧିଅରେ ନଥନିଯର ପୁତ୍ର ଇଶମାଯଲେ, କା ରହରେ ପୁତ୍ର ୟୋହାନନ୍ ଓ ଯୋନାଥନ୍, ତନ୍ହୂମତର ପୁତ୍ର ସରାଯ, ନଟୋଫାତୀଯ ଏଫଯର ପୁତ୍ରମାନେ ଓ ମାଖାତୀଯର ପୁତ୍ର ୟାସନୀଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍ ଓ ଯୋନାଥନ୍, ତନ୍ହୂମତର ପୁତ୍ର ସରାୟ ଓ ନଟୋଫାତୀୟ ଏଫର ପୁତ୍ରମାନେ ଆଉ ମାଖାତୀୟର ପୁତ୍ର ଯାସନୀୟ, ଏମାନେ, ପୁଣି ଏମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟ କତିକି ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ମିସ୍ପୀକୁ ଗଦଲିୟ ନିକଟକୁ ଗଲେ ସେମାନଙ୍କ ମଧ୍ୟରେ ନଥନିୟର ପୁତ୍ର ଇଶ୍ମାୟେଲ, କାରେହର ପୁତ୍ର ଯୋହାନନ୍ ଓ ଯୋନାଥନ୍, ତନ୍ହୂମତର ପୁତ୍ର ସରାୟ, ନଟୋଫାତୀୟ ଏଫୟର ପୁତ୍ରମାନେ ଓ ମାଖାତୀୟର ପୁତ୍ର ଯାସନୀୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍ ଓ ଯୋନାଥନ, ତନ୍ହୂମତର ପୁତ୍ର ସରାୟ ଓ ନଟୋଫାତୀୟ ଏଫର ପୁତ୍ରମାନେ ଆଉ ମାଖାଥୀୟର ପୁତ୍ର ଯାସନୀୟ, ଏମାନେ, ପୁଣି ଏମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟ ନିକଟକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)