Jeremiah 40:9 — Compare Translations

5 translations compared side by side

Odia - 1840
"ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିଯ ସହେି ସୈନ୍ଯମାନଙ୍କ ଓ ସମାନଙ୍କେର ଲୋକମାନଙ୍କ ନିକଟରେ ଶପଥ କରି କହିଲା, ତୁମ୍ଭମାନେେ କଲଦୀଯମାନଙ୍କର ଦାସ ହବୋପାଇଁ ଭୟ କର ନାହିଁ। ବାବିଲ ରାଜାର ସବୋକାରି ଏହି ଦେଶ ରେ ବାସ କର। ଏଥି ରେ ତୁମ୍ଭମାନଙ୍କର ମଙ୍ଗଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟ ସେମାନଙ୍କ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି କହିଲା, ତୁମ୍ଭେମାନେ କଲ୍ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ, ବାବିଲ ରାଜାର ଦାସ ହୋଇ ଦେଶରେ ବାସ କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିୟ ସେହି ସୈନ୍ୟମାନଙ୍କ ଓ ସେମାନଙ୍କର ଲୋକମାନଙ୍କ ନିକଟରେ ଶପଥ କରି କହିଲା, “ତୁମ୍ଭେମାନେ କ‌‌ଲ୍‌‌ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ। ବାବିଲ ରାଜାର ସେବାକାରି ଏହି ଦେଶରେ ବାସ କର। ଏଥିରେ ତୁମ୍ଭମାନଙ୍କର ମଙ୍ଗଳ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ସେମାନଙ୍କ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି କହିଲା, “ତୁମ୍ଭେମାନେ କଲ୍‍ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ, ବାବିଲ ରାଜାର ଦାସ ହୋଇ ଦେଶରେ ବାସ କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।
Odia IRV 2017 (ଓଡିଆ ବାଇବେଲ)