Jeremiah 41:1 — Compare Translations

5 translations compared side by side

Odia - 1840
"ଅନନ୍ତର ସପ୍ତମ ମାସ ରେ ରାଜବଂଶୀ ଇଲୀଶାମର ପୌତ୍ର ନଥନିଯର ପୁତ୍ର ଇଶମାଯଲେ ଦଶଜଣ ପୁରୁଷଙ୍କ ସହିତ ଅହୀକାମର ପୁତ୍ର ଗଦଲିଯ ନିକଟକୁ ମିସ୍ପାକୁ ଆସିଲେ। ସମାନେେ ସଠାେ ରେ ଗଦଲିଯ ସହିତ ଏକତ୍ର ଭୋଜନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସପ୍ତମ ମାସରେ ରାଜାର ଅମାତ୍ୟମାନଙ୍କ ମଧ୍ୟରେ ଗଣିତ ରାଜବଂଶୀୟ, ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହା ସଙ୍ଗେ ଦଶ ଜଣ ପୁରୁଷ ମିସ୍ପାକୁ ଅହୀକାମର ପୁତ୍ର ଗଦଲୀୟ କତିକୁ ଆସିଲେ; ଆଉ, ସେମାନେ ମିସ୍ପାରେ ଏକତ୍ର ଭୋଜନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ସପ୍ତମ ମାସରେ ରାଜବଂଶୀ ଇଲୀଶାମାର ପୌତ୍ର ନଥନିୟର ପୁତ୍ର ଇ‌ଶ୍‌ମାୟେଲ ଦଶ ଜଣ ପୁରୁଷଙ୍କ ସହିତ ଅହୀକାମର ପୁତ୍ର ଗଦଲିୟ ନିକଟକୁ ମି‌‌ସ୍‌‌ପାକୁ ଆସିଲେ। ସେମାନେ ସେଠାରେ ଗଦଲିୟ ସହିତ ଏକତ୍ର ଭୋଜନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସପ୍ତମ ମାସରେ ରାଜାର ଅମାତ୍ୟମାନଙ୍କ ମଧ୍ୟରେ ଗଣିତ ରାଜବଂଶୀୟ, ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହା ସଙ୍ଗେ ଦଶ ଜଣ ପୁରୁଷ ମିସ୍ପାକୁ ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଆସିଲେ; ଆଉ, ସେମାନେ ମିସ୍ପାରେ ଏକତ୍ର ଭୋଜନ କଲେ।
Odia IRV 2017 (ଓଡିଆ ବାଇବେଲ)