Jeremiah 41:11 — Compare Translations

5 translations compared side by side

Odia - 1840
"ବା ରହରେ ପୁତ୍ର ୟୋହାନନ୍ ଓ ତାହାର ସମସ୍ତ ସଙ୍ଗୀ ସନୋପତିଗଣ ଇଶମାଯଲରେ ଦୁଷ୍କର୍ମସବୁ ଜାଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲର ଏହିସବୁ ଦୁଷ୍କର୍ମ ବିଷୟ କାରେହର ପୁତ୍ର ଯୋହାନନ୍ ଓ ତାହାର ସଙ୍ଗୀ ସେନାପତି ସମସ୍ତେ ଶୁଣନ୍ତେ,
Odia Bible ERV 2004 (ପବିତ୍ର ବାଇବଲ)
କାରେହର ପୁତ୍ର ଯୋହାନନ୍ ଓ ତାହାର ସମସ୍ତ ସଙ୍ଗୀ ସେନାପତିଗଣ ଇ‌ଶ୍‌ମାୟେଲର ଦୁଷ୍କର୍ମସବୁ ଜାଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲର ଏହିସବୁ ଦୁଷ୍କର୍ମ ବିଷୟ କାରେହର ପୁତ୍ର ଯୋହାନନ୍‍ ଓ ତାହାର ସଙ୍ଗୀ ସେନାପତି ସମସ୍ତେ ଶୁଣନ୍ତେ,
Odia IRV 2017 (ଓଡିଆ ବାଇବେଲ)
ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲର ଏହିସବୁ ଦୁଷ୍କର୍ମ ବିଷୟ କାରେହର ପୁତ୍ର ଯୋହାନନ୍‍ ଓ ତାହାର ସଙ୍ଗୀ ସେନାପତି ସମସ୍ତେ ଶୁଣନ୍ତେ,