Jeremiah 41:12 — Compare Translations

5 translations compared side by side

Odia - 1840
"ତେଣୁ ୟୋହାନନ୍ ତାହାର ସମସ୍ତ ସନୋପତିମାନଙ୍କୁ ନଇେ ନଥନିଯର ପୁତ୍ର ଇଶମାଯଲେ ସଙ୍ଗେ ୟୁଦ୍ଧ କରିବାକୁ ଗଲେ ଓ ଗିବିଯୋନସ୍ଥିତ ଏକ ବିରାଟ ଜଳାଶଯ ନିକଟରେ ତାହାକୁ ଭଟେିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସମସ୍ତ ଲୋକଙ୍କୁ ନେଇ ନଥନୀୟର ପୁତ୍ର ଇଶ୍ମାୟେଲ ସଙ୍ଗେ ଯୁଦ୍ଧ କରିବାକୁ ଗଲେ ଓ ଗିବୀୟୋନସ୍ଥିତ ମହାଜଳାଶୟ ନିକଟରେ ତାହାକୁ ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯୋହାନନ୍ ତାହାର ସମସ୍ତ ସେନାପତିମାନଙ୍କୁ ନେଇ ନଥନିୟର ପୁତ୍ର ଇ‌ଶ୍‌ମାୟେଲ ସଙ୍ଗେ ଯୁଦ୍ଧ କରିବାକୁ ଗଲେ ଓ ଗିବିୟୋନସ୍ଥିତ ଏକ ବିରାଟ ଜଳାଶୟ ନିକଟରେ ତାହାକୁ ଭେଟିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସମସ୍ତ ଲୋକଙ୍କୁ ନେଇ ନଥନୀୟର ପୁତ୍ର ଇଶ୍ମାୟେଲ ସଙ୍ଗେ ଯୁଦ୍ଧ କରିବାକୁ ଗଲେ ଓ ଗିବୀୟୋନ୍‍ସ୍ଥିତ ମହାଜଳାଶୟ ନିକଟରେ ତାହାକୁ ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସମସ୍ତ ଲୋକଙ୍କୁ ନେଇ ନଥନୀୟର ପୁତ୍ର ଇଶ୍ମାୟେଲ ସଙ୍ଗେ ଯୁଦ୍ଧ କରିବାକୁ ଗଲେ ଓ ଗିବୀୟୋନ୍‍ସ୍ଥିତ ମହାଜଳାଶୟ ନିକଟରେ ତାହାକୁ ଦେଖିଲେ।