Jeremiah 41:13 — Compare Translations
5 translations compared side by side
Odia - 1840
"ସେତବେେଳେ ଇଶମାଯଲେ ସଙ୍ଗ ରେ ଥିବା ସମସ୍ତ ଲୋକ କା ରହରେ ପୁତ୍ର ୟୋହାନନକୁ ଓ ତାହାର ସଙ୍ଗୀ ସନୋପତିମାନଙ୍କୁ ଦେଖି ଆନନ୍ଦିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଇଶ୍ମାୟେଲ ସଙ୍ଗେ ଥିବା ସମସ୍ତ ଲୋକ କାରେହର ପୁତ୍ର ଯୋହାନନ୍କୁ ଓ ତାହାର ସଙ୍ଗୀ ସେନାପତିମାନଙ୍କୁ ଦେଖି ଆନନ୍ଦିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଇଶ୍ମାୟେଲ ସଙ୍ଗରେ ଥିବା ସମସ୍ତ ଲୋକ କାରେହର ପୁତ୍ର ଯୋହାନନ୍କୁ ଓ ତାହାର ସଙ୍ଗୀ ସେନାପତିମାନଙ୍କୁ ଦେଖି ଆନନ୍ଦିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଇଶ୍ମାୟେଲ ସଙ୍ଗେ ଥିବା ସମସ୍ତ ଲୋକ କାରେହର ପୁତ୍ର ଯୋହାନନ୍କୁ ଓ ତାହାର ସଙ୍ଗୀ ସେନାପତିମାନଙ୍କୁ ଦେଖି ଆନନ୍ଦିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଇଶ୍ମାୟେଲ ସଙ୍ଗେ ଥିବା ସମସ୍ତ ଲୋକ କାରେହର ପୁତ୍ର ଯୋହାନନ୍କୁ ଓ ତାହାର ସଙ୍ଗୀ ସେନାପତିମାନଙ୍କୁ ଦେଖି ଆନନ୍ଦିତ ହେଲେ।