Jeremiah 41:14 — Compare Translations
5 translations compared side by side
Odia - 1840
"ତା'ପ ରେ ଇଶମାଯଲେ ଯେଉଁ ଲୋକମାନଙ୍କୁ ମିସ୍ପାକୁ ବନ୍ଦୀ କରି ନଇୟୋଇଥିଲା, ସମାନେେ ସମସ୍ତେ କା ରହରେ ପୁତ୍ର ୟୋହାନନ୍ ନିକଟକୁ ଫରେି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇଶ୍ମାୟେଲ ଯେଉଁ ଲୋକମାନଙ୍କୁ ମିସ୍ପାରୁ ବନ୍ଦୀ କରି ନେଇଯାଇଥିଲା, ସେସମସ୍ତେ ଲେଉଟି କାରେହର ପୁତ୍ର ଯୋହାନନ୍ ନିକଟକୁ ଫେରି ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଇଶ୍ମାୟେଲ ଯେଉଁ ଲୋକମାନଙ୍କୁ ମିସ୍ପାକୁ ବନ୍ଦୀ କରି ନେଇଯାଇଥିଲା, ସେମାନେ ସମସ୍ତେ କାରେହର ପୁତ୍ର ଯୋହାନନ୍ ନିକଟକୁ ଫେରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇଶ୍ମାୟେଲ ଯେଉଁ ଲୋକମାନଙ୍କୁ ମିସ୍ପାରୁ ବନ୍ଦୀ କରି ନେଇଯାଇଥିଲା, ସେସମସ୍ତେ ଲେଉଟି କାରେହର ପୁତ୍ର ଯୋହାନନ୍ ନିକଟକୁ ଫେରି ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇଶ୍ମାୟେଲ ଯେଉଁ ଲୋକମାନଙ୍କୁ ମିସ୍ପାରୁ ବନ୍ଦୀ କରି ନେଇଯାଇଥିଲା, ସେସମସ୍ତେ ଲେଉଟି କାରେହର ପୁତ୍ର ଯୋହାନନ୍ ନିକଟକୁ ଫେରି ଆସିଲେ।