Jeremiah 41:15 — Compare Translations

5 translations compared side by side

Odia - 1840
"ମାତ୍ର ନଥନିଯର ପୁତ୍ର ଇଶମାଯଲେ ଆଠଜଣ ଲୋକ ସହିତ ୟୋହାନନ ନିକଟରୁ ପଳାଇ ଅମ୍ ନୋନ ସନ୍ତାନଗଣର ନିକଟକୁ ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଆଠ ଜଣ ଲୋକ ସହିତ ଯୋହାନନ୍ ନିକଟରୁ ପଳାଇ ଅମ୍ମୋନ-ସନ୍ତାନଗଣର ନିକଟକୁ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ନଥନିୟର ପୁତ୍ର ଇ‌ଶ୍‌ମାୟେଲ ଆଠଜଣ ଲୋକ ସହିତ ଯୋହାନନ୍ ନିକଟରୁ ପଳାଇ ଅମ୍ମୋନ ସନ୍ତାନଗଣର ନିକଟକୁ ଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଆଠ ଜଣ ଲୋକ ସହିତ ଯୋହାନନ୍‍ ନିକଟରୁ ପଳାଇ ଅମ୍ମୋନ-ସନ୍ତାନଗଣର ନିକଟକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଆଠ ଜଣ ଲୋକ ସହିତ ଯୋହାନନ୍‍ ନିକଟରୁ ପଳାଇ ଅମ୍ମୋନ ସନ୍ତାନଗଣର ନିକଟକୁ ଗଲା।