Jeremiah 41:16 — Compare Translations
5 translations compared side by side
Odia - 1840
"ୟୋହାନନ ଏବଂ ତାଙ୍କର ସୈନ୍ଯବାହିନୀର ସନୋପତିଗଣ ଗିବିଯୋନକୁ ଅବଶିଷ୍ଟ ଲୋକମାନଙ୍କୁ ଆଣିଲେ, ଯେଉଁମାନଙ୍କୁ ନଥନୀଯର ପୁତ୍ର ଇଶମାଯଲେ, ଗଲିଯଦକୁ ହତ୍ଯା କଲା ପ ରେ, ମିସ୍ପାକୁ ନଇେ ୟାଇଥିଲେ। ସମାନଙ୍କେ ମଧିଅରେ ୟୋଦ୍ଧାଗଣ, ସ୍ତ୍ରୀଲୋକ, ବାଳକଗଣ, ବାଳିକାଗଣ ଓ ନପୁଂସକଗଣ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ନଥନୀୟର ପୁତ୍ର ଇଶ୍ମାୟେଲ ଅହୀକାମର ପୁତ୍ର ଗଦଲୀୟକୁ ବଧ କଲା ଉତ୍ତାରେ କାରେହର ପୁତ୍ର ଯୋହାନନ୍ ଆପଣା ସଙ୍ଗୀ ସେନାପତିଗଣ ସହିତ ଯେସମସ୍ତ ଅବଶିଷ୍ଟ ଲୋକଙ୍କୁ ତାହା ହସ୍ତରୁ ଉଦ୍ଧାର କରି ମିସ୍ପାରୁ ଆଣିଥିଲା, ସେମାନଙ୍କୁ, ଅର୍ଥାତ୍, ଗିବୀୟୋନରୁ ଆଣିଥିବା ଯୋଦ୍ଧା ପୁରୁଷମାନଙ୍କୁ ଓ ସ୍ତ୍ରୀଲୋକ, ବାଳକ ବାଳିକା ଓ ନପୁଂସକମାନଙ୍କୁ ସେ ସଙ୍ଗେ ନେଲା;
Odia Bible ERV 2004 (ପବିତ୍ର ବାଇବଲ)
ଯୋହାନନ୍ ଏବଂ ତାଙ୍କର ସୈନ୍ୟବାହିନୀର ସେନାପତିଗଣ ଗିବିୟୋନକୁ ଅବଶିଷ୍ଟ ଲୋକମାନଙ୍କୁ ଆଣିଲେ, ଯେଉଁମାନଙ୍କୁ ନଥନିୟର ପୁତ୍ର ଇଶ୍ମାୟେଲ, ଗଲିୟଦକୁ ହତ୍ୟା କଲା ପରେ, ମିସ୍ପାକୁ ନେଇ ଯାଇଥିଲେ। ସେମାନଙ୍କ ମଧ୍ୟରେ ଯୋଦ୍ଧାଗଣ, ସ୍ତ୍ରୀଲୋକ, ବାଳକଗଣ, ବାଳିକାଗଣ ଓ ନପୁଂସକଗଣ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ନଥନୀୟର ପୁତ୍ର ଇଶ୍ମାୟେଲ ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ବଧ କଲା ଉତ୍ତାରେ କାରେହର ପୁତ୍ର ଯୋହାନନ୍ ଆପଣା ସଙ୍ଗୀ ସେନାପତିଗଣ ସହିତ ଯେସମସ୍ତ ଅବଶିଷ୍ଟ ଲୋକଙ୍କୁ ତାହା ହସ୍ତରୁ ଉଦ୍ଧାର କରି ମିସ୍ପାରୁ ଆଣିଥିଲା, ସେମାନଙ୍କୁ, ଅର୍ଥାତ୍, ଗିବୀୟୋନ୍ରୁ ଆଣିଥିବା ଯୋଦ୍ଧା ପୁରୁଷମାନଙ୍କୁ ଓ ସ୍ତ୍ରୀଲୋକ, ବାଳକ ବାଳିକା ଓ ନପୁଂସକମାନଙ୍କୁ ସେ ସଙ୍ଗେ ନେଲା।
Odia IRV 2017 (ଓଡିଆ ବାଇବେଲ)