Jeremiah 41:18 — Compare Translations
4 translations compared side by side
Odia - 1840
"ତେଣୁ ସେ ମିଶରକୁ ପଳାଇ ୟିବା ପୂର୍ବରୁ ବୈଥଲହେମ୍ ସହର ନିକଟସ୍ଥ ଗରେୁତ୍ତ୍ବକିମହମ ରେ କିଛି ସମୟ ଅଟକି ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମର ପୁତ୍ର ଗଦଲୀୟକୁ ବଧ କରିବା ହେତୁରୁ ସେମାନେ କଲ୍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ବଧ କରିବା ହେତୁରୁ ସେମାନେ କଲ୍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ବଧ କରିବା ହେତୁରୁ ସେମାନେ କଲ୍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ।