Jeremiah 41:2 — Compare Translations

5 translations compared side by side

Odia - 1840
"ସମାନେେ ଏକତ୍ର ଭୋଜନ କରୁଥିବା ବେଳେ ଇଶମାଯଲେ ଓ ତାର ଦଶଜଣ ସଙ୍ଗୀ ଯିହୁଦାର ଶାସକ ଅହୀକାମର ପୁତ୍ର ଗଦଲିଯକୁ ହତ୍ଯା କଲେ, ଯାହାକୁ ବାବିଳର ରାଜା ଏହି ଭୂମିରେ ଖଣ୍ଡା ସାହାୟ୍ଯ ରେ ନିୟୁକ୍ତ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ସେହି ଦଶ ଲୋକ ଉଠି ବାବିଲ ରାଜା ଦ୍ଵାରା ଦେଶର ଶାସନକର୍ତ୍ତା ପଦରେ ନିଯୁକ୍ତ, ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟକୁ ଖଡ଼୍‍ଗାଘାତରେ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଏକତ୍ର ଭୋଜନ କରୁଥିବା ବେଳେ ଇ‌ଶ୍‌ମାୟେଲ ଓ ତାର ଦଶ ଜଣ ସଙ୍ଗୀ ଯିହୁଦାର ଶାସକ ଅହୀକାମର ପୁତ୍ର ଗଦଲିୟକୁ ହତ୍ୟା କଲେ, ଯାହାକୁ ବାବିଳର ରାଜା ଏହି ଭୂମିରେ ଖଣ୍ଡା ସାହାଯ୍ୟରେ ନିଯୁକ୍ତ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ସେହି ଦଶ ଲୋକ ଉଠି ବାବିଲ ରାଜା ଦ୍ୱାରା ଦେଶର ଶାସନକର୍ତ୍ତା ପଦରେ ନିଯୁକ୍ତ, ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ଖଡ୍ଗାଘାତରେ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ସେହି ଦଶ ଲୋକ ଉଠି ବାବିଲ ରାଜା ଦ୍ୱାରା ଦେଶର ଶାସନକର୍ତ୍ତାପଦରେ ନିଯୁକ୍ତ, ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ଖଡ୍ଗାଘାତରେ ବଧ କଲେ।