Jeremiah 41:3 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ଇଶମାଯଲେ ମିସ୍ପା ରେ ଗଦଲିଯ ସହିତ ଥିବା ସମସ୍ତ ୟିହୁଦୀଯମାନଙ୍କୁ ଓ ବାବିଲର ସୈନ୍ଯମାନଙ୍କୁ ବଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ମିସ୍ପାରେ ଗଦଲୀୟ ସଙ୍ଗେ ଥିବା ସମସ୍ତ ଯିହୁଦୀୟ ଲୋକଙ୍କୁ ଓ ସେଠାରେ ଯେଉଁ କଲଦୀୟମାନେ ଦେଖାଗଲେ, ସେମାନଙ୍କୁ, ଅର୍ଥାତ୍, ଯୋଦ୍ଧାମାନଙ୍କୁ ଇଶ୍ମାୟେଲ ବଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ଇ‌ଶ୍‌ମାୟେଲ ମି‌‌ସ୍‌‌ପାରେ ଗଦଲିୟ ସହିତ ଥିବା ସମସ୍ତ ଯିହୁଦୀୟମାନଙ୍କୁ ଓ ବାବିଲର ସୈନ୍ୟମାନଙ୍କୁ ବଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ମିସ୍ପାରେ ଗଦଲୀୟ ସଙ୍ଗେ ଥିବା ସମସ୍ତ ଯିହୁଦୀୟ ଲୋକଙ୍କୁ ଓ ସେଠାରେ ଯେଉଁ କଲ୍‍ଦୀୟମାନେ ଦେଖାଗଲେ, ସେମାନଙ୍କୁ, ଅର୍ଥାତ୍‍, ଯୋଦ୍ଧାମାନଙ୍କୁ ଇଶ୍ମାୟେଲ ବଧ କଲା।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ମିସ୍ପାରେ ଗଦଲୀୟ ସଙ୍ଗେ ଥିବା ସମସ୍ତ ଯିହୁଦୀୟ ଲୋକଙ୍କୁ ଓ ସେଠାରେ ଯେଉଁ କଲ୍‍ଦୀୟମାନେ ଦେଖାଗଲେ, ସେମାନଙ୍କୁ, ଅର୍ଥାତ୍‍, ଯୋଦ୍ଧାମାନଙ୍କୁ ଇଶ୍ମାୟେଲ ବଧ କଲା।