Jeremiah 41:4 — Compare Translations
5 translations compared side by side
Odia - 1840
"ଗଦଲିଯକୁ ବଧ କରିବାର ଦିନକ ପ ରେ ଶିଖିମ, ଶୀଲୋ ଓ ଶମରିଯାରୁ ଅଶୀଜଣ ପୁରୁଷ ଦାଢ଼ି କ୍ଷୌର ହାଇେ, ଛିନ୍ନବସ୍ତ୍ର ପରିଧାନ ପୂର୍ବକ ନିଜ ନିଜ ଶରୀର ରେ ଅସ୍ତ୍ରାଘାତ କରି ହସ୍ତ ରେ ନବୈେଦ୍ଯ ଓ ସୁଗନ୍ଧି ଧୂପ ନଇେ ସଦାପ୍ରଭୁଙ୍କ ଗୃହକୁ ଆସୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଗଦଲୀୟକୁ ବଧ କଲା ଉତ୍ତାରେ, ସେ ବିଷୟ କେହି ନ ଜାଣୁଣୁ,
Odia Bible ERV 2004 (ପବିତ୍ର ବାଇବଲ)
ଗଦଲିୟକୁ ବଧ କରିବାର ଦିନକ ପରେ ଶିଖିମ, ଶୀଲୋ ଓ ଶମରିୟାରୁ ଅଶୀଜଣ ପୁରୁଷ ଦାଢ଼ି କ୍ଷୌର ହୋଇ, ଛିନ୍ନବସ୍ତ୍ର ପରିଧାନ ପୂର୍ବକ ନିଜ ନିଜ ଶରୀରରେ ଅସ୍ତ୍ରାଘାତ କରି ହସ୍ତରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ନେଇ ସଦାପ୍ରଭୁଙ୍କ ଗୃହକୁ ଆସୁଥିଲେ। ସେମାନେ ଗଦଲିୟଙ୍କ ହତ୍ୟା ଖବର ଜାଣି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଗଦଲୀୟଙ୍କୁ ବଧ କଲା ଉତ୍ତାରେ, ସେ ବିଷୟ କେହି ନ ଜାଣିବା ପୂର୍ବରୁ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଗଦଲୀୟଙ୍କୁ ବଧ କଲା ଉତ୍ତାରେ, ସେ ବିଷୟ କେହି ନ ଜାଣିବା ପୂର୍ବରୁ,