Jeremiah 41:5 — Compare Translations
4 translations compared side by side
Odia - 1840
"ସମାନେେ ଗଦଲିଯଙ୍କ ହତ୍ଯା ଖବର ଜାଣି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିଖିମ, ଶୀଲୋ ଓ ଶମରୀୟାରୁ ଅଶୀ ଜଣ ପୁରୁଷ କ୍ଷୌର-ଦାଢ଼ି ଓ ଛିନ୍ନବସ୍ତ୍ର ପରିହିତ ହୋଇ, ଆଉ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରି, ପୁଣି ସଦାପ୍ରଭୁଙ୍କ ଗୃହରେ ଉତ୍ସର୍ଗ କରିବା ପାଇଁ ଆପଣା ଆପଣା ହସ୍ତରେ ନୈବେଦ୍ୟ ଓ କୁନ୍ଦୁରୁ ନେଇ ଆସୁଥିଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିଖିମ, ଶୀଲୋ ଓ ଶମରୀୟାରୁ ଅଶୀ ଜଣ ପୁରୁଷ କ୍ଷୌର ଦାଢ଼ି ଓ ଛିନ୍ନବସ୍ତ୍ର ପରିହିତ ହୋଇ, ଆଉ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରି, ପୁଣି ସଦାପ୍ରଭୁଙ୍କ ଗୃହରେ ଉତ୍ସର୍ଗ କରିବା ପାଇଁ ଆପଣା ଆପଣା ହସ୍ତରେ ନୈବେଦ୍ୟ ଓ କୁନ୍ଦୁରୁ ନେଇ ଆସୁଥିଲେ।
Odia IRV 2017 (ଓଡିଆ ବାଇବେଲ)