Jeremiah 41:6 — Compare Translations

5 translations compared side by side

Odia - 1840
"ଇଶମାଯଲେ ମିସ୍ପାକୁ ସହେି ଅଶୀଜଣ ପୁରୁଷଙ୍କୁ ଭଟେିବା ପାଇଁ ଗଲା ଓ ଗଲା ବେଳେ ବାଟସାରା କ୍ରନ୍ଦନ କରି କରି ଗଲା। ସମାନଙ୍କେୁ ସାକ୍ଷାତ କରି କହିଲା, ଅହୀକାମର ପୁତ୍ର ଗଦଲିଯକୁ ଦେଖିବାକୁ ଆସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ଭେଟିବା ପାଇଁ ମିସ୍ପାଠାରୁ ଗଲା; ଆଉ, ଯାଉ ଯାଉ ସେ ବାଟଯାକ କ୍ରନ୍ଦନ କରି କରି ଗଲା; ପୁଣି, ସେମାନଙ୍କ ସହିତ ସାକ୍ଷାତ ହୁଅନ୍ତେ, ସେ ସେମାନଙ୍କୁ କହିଲା, ଅହୀକାମର ପୁତ୍ର ଗଦଲୀୟ ନିକଟକୁ ଆସ ।
Odia Bible ERV 2004 (ପବିତ୍ର ବାଇବଲ)
ଇ‌ଶ୍‌ମାୟେଲ ମି‌‌ସ୍‌‌ପାକୁ ସେହି ଅଶୀଜଣ ପୁରୁଷଙ୍କୁ ଭେଟିବା ପାଇଁ ଗଲା ଓ ଗଲାବେଳେ ବାଟସାରା କ୍ରନ୍ଦନ କରି କରି ଗଲା। ସେମାନଙ୍କୁ ସାକ୍ଷାତ କରି କହିଲା, “ଅହୀକାମର ପୁତ୍ର ଗଦଲିୟକୁ ଦେଖିବାକୁ ଆସ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ଭେଟିବା ପାଇଁ ମିସ୍ପାଠାରୁ ଗଲା; ଆଉ, ଯାଉ ଯାଉ ସେ ବାଟଯାକ କ୍ରନ୍ଦନ କରି କରି ଗଲା; ପୁଣି, ସେମାନଙ୍କ ସହିତ ସାକ୍ଷାତ ହୁଅନ୍ତେ, ସେ ସେମାନଙ୍କୁ କହିଲା, “ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଆସ।”
Odia IRV 2017 (ଓଡିଆ ବାଇବେଲ)