Jeremiah 41:7 — Compare Translations

5 translations compared side by side

Odia - 1840
"ଯେତବେେଳେ ସମାନେେ ନଗରର ମଧ୍ଯସ୍ଥାନକୁ ଆସିଲେ, ଇଶମାଯଲେ ଓ ତା'ର ସଙ୍ଗୀମାନେ ସମାନଙ୍କେୁ ବଧ କଲେ ଏବଂ ସମାନଙ୍କେୁ ଏକ ଗାତ ମଧିଅରେ ଫୋପାଡ଼ି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ନଗରର ମଧ୍ୟସ୍ଥାନରେ ଉପସ୍ଥିତ ହୁଅନ୍ତେ, ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ପୁରୁଷମାନେ ସେମାନଙ୍କୁ ବଧ କରି କୂପରେ ପକାଇଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେମାନେ ନଗରର ମଧ୍ୟସ୍ଥାନକୁ ଆସିଲେ, ଇ‌ଶ୍‌ମାୟେଲ ଓ ତା’ର ସଙ୍ଗୀମାନେ ସେମାନଙ୍କୁ ବଧ କଲେ ଏବଂ ସେମାନଙ୍କୁ ଏକ ଗାତ ମଧ୍ୟରେ ଫୋପାଡ଼ି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେମାନେ ନଗରର ମଧ୍ୟସ୍ଥାନରେ ଉପସ୍ଥିତ ହୁଅନ୍ତେ, ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ପୁରୁଷମାନେ ସେମାନଙ୍କୁ ବଧ କରି କୂପରେ ପକାଇଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେମାନେ ନଗରର ମଧ୍ୟସ୍ଥାନରେ ଉପସ୍ଥିତ ହୁଅନ୍ତେ, ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ପୁରୁଷମାନେ ସେମାନଙ୍କୁ ବଧ କରି କୂପରେ ପକାଇଦେଲେ।