Jeremiah 42:1 — Compare Translations
5 translations compared side by side
Odia - 1840
"ଯେତବେେଳେ ସମାନେେ ଗରେୁତ୍ତ୍ବକିମହମ ରେ ଥିଲେ ସେତବେେଳେ ୟୋହାନନ୍ ଓ ହୋଶଯିଯର ପୁତ୍ର ୟାସନିଯ, ଆଉ କ୍ଷୁଦ୍ର ଓ ମହାନ୍ ସମସ୍ତ ଲୋକ ଯିରିମିୟ ଭବିଷ୍ଯଦବକ୍ତାଙ୍କ ନିକଟକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ସେନାପତି ସମସ୍ତେ, କାରେହର ପୁତ୍ର ଯୋହାନନ୍ ଓ ହୋଶୋୟୀୟର ପୁତ୍ର ଯାସନୀୟ, ଆଉ କ୍ଷୁଦ୍ର ଓ ମହାନ ସମସ୍ତ ଲୋକ ଯିରିମୀୟ ଭବିଷ୍ୟଦ୍ବକ୍ତା ନିକଟକୁ ଆସି କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେମାନେ ଗେରୁତ୍ତ୍ୱକିମହମରେ ଥିଲେ ସେତେବେଳେ ଯୋହାନନ୍ ଓ ହୋଶୟିୟର ପୁତ୍ର ଯାସନିୟ, ଆଉ କ୍ଷୁଦ୍ର ଓ ମହାନ ସମସ୍ତ ଲୋକ ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେନାପତି ସମସ୍ତେ, କାରେହର ପୁତ୍ର ଯୋହାନନ୍ ଓ ହୋଶୋୟୀୟର ପୁତ୍ର ଯାସନୀୟ, ଆଉ କ୍ଷୁଦ୍ର ଓ ମହାନ ସମସ୍ତ ଲୋକ ଯିରିମୀୟ ଭବିଷ୍ୟଦ୍ବକ୍ତା ନିକଟକୁ ଆସି କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେନାପତି ସମସ୍ତେ, କାରେହର ପୁତ୍ର ଯୋହାନନ୍ ଓ ହୋଶୋୟୀୟର ପୁତ୍ର ଯାସନୀୟ, ଆଉ କ୍ଷୁଦ୍ର ଓ ମହାନ ସମସ୍ତ ଲୋକ ଯିରିମୀୟ ଭବିଷ୍ୟଦ୍ବକ୍ତା ନିକଟକୁ ଆସି କହିଲେ,