Jeremiah 42:10 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭମାନେେ ଯିହୁଦା ରେ ବାସ କର, ତବେେ ଆମ୍ଭେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବା ଓ ବିନଷ୍ଟ କରିବା ନାହିଁ। ଆମ୍ଭେ ତୁମ୍ଭମାନଙ୍କର ବୀଜ ବୁଣିବା ଓ ତୁମ୍ଭକୁ ଧ୍ବଂସ କରିବା ନାହିଁ। କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଦୁର୍ଭାଗ୍ଯ ଆଣିଥିବାରୁ ଦୁଃଖିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭେମାନେ ଏହି ଦେଶରେ ଆହୁରି ବାସ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ଗାନ୍ଥିବା, ଆଉ ଭାଙ୍ଗିବା ନାହିଁ ଓ ଆମ୍ଭେ ତୁମ୍ଭମାନଙ୍କୁ ରୋପଣ କରିବା, ଉତ୍ପାଟନ କରିବା ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଯେ ଅମଙ୍ଗଳ କରିଅଛୁ, ତହିଁରୁ କ୍ଷା; ହେଲୁ।
Odia Bible ERV 2004 (ପବିତ୍ର ବାଇବଲ)
‘ଯଦି ତୁମ୍ଭେମାନେ ଯିହୁଦାରେ ବାସ କର, ତେବେ ଆମ୍ଭେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବା ଓ ବିନଷ୍ଟ କରିବା ନାହିଁ। ଆମ୍ଭେ ତୁମ୍ଭମାନଙ୍କର ବୀଜ ବୁଣିବା ଓ ତୁମ୍ଭକୁ ଧ୍ୱଂସ କରିବା ନାହିଁ। କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଦୁର୍ଭାଗ୍ୟ ଆଣିଥିବାରୁ ଦୁଃଖିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭେମାନେ ଏହି ଦେଶରେ ଆହୁରି ବାସ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ମାଣ କରିବା, ଆଉ ଭାଙ୍ଗିବା ନାହିଁ ଓ ଆମ୍ଭେ ତୁମ୍ଭମାନଙ୍କୁ ରୋପଣ କରିବା, ଉତ୍ପାଟନ କରିବା ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଯେ ଅମଙ୍ଗଳ କରିଅଛୁ, ତହିଁରୁ କ୍ଷାନ୍ତ ହେଲୁ।
Odia IRV 2017 (ଓଡିଆ ବାଇବେଲ)
‘ଯଦି ତୁମ୍ଭେମାନେ ଏହି ଦେଶରେ ଆହୁରି ବାସ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ମାଣ କରିବା, ଆଉ ଭାଙ୍ଗିବା ନାହିଁ ଓ ଆମ୍ଭେ ତୁମ୍ଭମାନଙ୍କୁ ରୋପଣ କରିବା, ଉତ୍ପାଟନ କରିବା ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଯେ ଅମଙ୍ଗଳ କରିଅଛୁ, ତହିଁରୁ କ୍ଷାନ୍ତ ହେଲୁ।