Jeremiah 42:11 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଯେଉଁ ବାବିଲ ରାଜାଙ୍କୁ ଭୟ କରୁଥିଲ, ତାଙ୍କୁ ଆଉ ଭୟ କର ନାହିଁ। ସଦାପ୍ରଭୁ କହନ୍ତି, ତାଙ୍କୁ ତୁମ୍ଭମାନେେ ଭୟ କର ନାହିଁ।' 'କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେଉଁ ବାବିଲ ରାଜା ବିଷୟରେ ଭୀତ ଅଛ, ତାହାକୁ ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ତାହାକୁ ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯେଉଁ ବାବିଲ ରାଜାଙ୍କୁ ଭୟ କରୁଥିଲ, ତାଙ୍କୁ ଆଉ ଭୟ କର ନାହିଁ।’ ସଦାପ୍ରଭୁ କହନ୍ତି, ‘ତାଙ୍କୁ ତୁମ୍ଭେମାନେ ଭୟ କର ନାହିଁ। କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେଉଁ ବାବିଲ ରାଜା ବିଷୟରେ ଭୀତ ଅଛ, ତାହାକୁ ଭୟ କର ନାହିଁ, ସଦାପ୍ରଭୁ କହନ୍ତି, ତାହାକୁ ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେଉଁ ବାବିଲ ରାଜା ବିଷୟରେ ଭୀତ ଅଛ, ତାହାକୁ ଭୟ କର ନାହିଁ,’ ସଦାପ୍ରଭୁ କହନ୍ତି, ‘ତାହାକୁ ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ।