Jeremiah 42:13 — Compare Translations

5 translations compared side by side

Odia - 1840
"ଆଉ ତୁମ୍ଭମାନେେ ଯଦି କହିବ, 'ଆମ୍ଭମାନେେ ଏ ଦେଶ ରେ ବାସ କରିବା ନାହିଁ,' ତବେେ ତୁମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯକୁ ଅବମାନନା କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ତୁମ୍ଭେମାନେ କୁହ, ଆମ୍ଭେମାନେ ଏ ଦେଶରେ ବାସ କରିବା ନାହିଁ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟ ନ ମାନି ଯେବେ କୁହ,
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେମାନେ ଯଦି କହିବ, ‘ଆମ୍ଭେମାନେ ଏ ଦେଶରେ ବାସ କରିବା ନାହିଁ,’ ତେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ତୁମ୍ଭେମାନେ କୁହ, ଆମ୍ଭେମାନେ ଏ ଦେଶରେ ବାସ କରିବା ନାହିଁ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ନ ମାନି ଯଦି କୁହ,
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ତୁମ୍ଭେମାନେ କୁହ, ‘ଆମ୍ଭେମାନେ ଏ ଦେଶରେ ବାସ କରିବା ନାହିଁ’ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ନ ମାନି ଯଦି କୁହ,