Jeremiah 42:14 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ତୁମ୍ଭମାନେେ ଯଦି କହିବ, 'ଆମ୍ଭମାନେେ ମିଶର ଦେଶକୁ ୟିବା ଓ ସଠାେ ରେ ବାସ କରିବା, ସଠାେ ରେ ଆମ୍ଭମାନେେ ୟୁଦ୍ଧ ଦେଖିବା ନାହିଁ କି ତୂରୀଶବ୍ଦ ଶୁଣିବା ନାହିଁ କିଅବା ସଠାେ ରେ ଆମ୍ଭମାନେେ ଖାଦ୍ୟର ଅଭାବ ଭୋଗିବା ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନା; ମାତ୍ର ଆମ୍ଭେମାନେ ମିସର ଦେଶକୁ ଯିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ, କି ତୂରୀଶଦ୍ଦ ଶୁଣିବା ନାହିଁ, କିଅବା ଖାଦ୍ୟର ଅଭାବ ଭୋଗିବା ନାହିଁ; ଆଉ, ସେଠାରେ ଆମ୍ଭେମାନେ ବାସ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ତୁମ୍ଭେମାନେ ଯଦି କହିବ, ‘ଆମ୍ଭେମାନେ ମିଶର ଦେଶକୁ ଯିବା ଓ ସେଠାରେ ବାସ କରିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ କି ତୂରୀଶବ୍ଦ ଶୁଣିବା ନାହିଁ କିଅବା ସେଠାରେ ଆମ୍ଭେମାନେ ଖାଦ୍ୟର ଅଭାବ ଭୋଗିବା ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନା; ମାତ୍ର ଆମ୍ଭେମାନେ ମିସର ଦେଶକୁ ଯିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ, କି ତୂରୀ ଶବ୍ଦ ଶୁଣିବା ନାହିଁ, କିଅବା ଖାଦ୍ୟର ଅଭାବ ଭୋଗିବା ନାହିଁ; ଆଉ, ସେଠାରେ ଆମ୍ଭେମାନେ ବାସ କରିବା।
Odia IRV 2017 (ଓଡିଆ ବାଇବେଲ)
‘ନା; ମାତ୍ର ଆମ୍ଭେମାନେ ମିସର ଦେଶକୁ ଯିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ, କି ତୂରୀ ଶବ୍ଦ ଶୁଣିବା ନାହିଁ, କିଅବା ଖାଦ୍ୟର ଅଭାବ ଭୋଗିବା ନାହିଁ; ଆଉ, ସେଠାରେ ଆମ୍ଭେମାନେ ବାସ କରିବା।’