Jeremiah 42:15 — Compare Translations

5 translations compared side by side

Odia - 1840
"ଏଣୁ ହେ ଯିହୁଦାର ଲୋକେ, ତୁମ୍ଭମାନେେ ଏବେ ସଦାପ୍ରଭୁଙ୍କର ବାକ୍ଯ ଶୁଣ। ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, 'ଯଦି ତୁମ୍ଭମାନେେ ମିଶରକୁ ୟିବାପାଇଁ ଓ ବାସ କରିବା ପାଇଁ ସଙ୍କଳ୍ପବଦ୍ଧ, ଏହି ନିମ୍ନ ଘଟଣାମାନ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ହେ ଯିହୁଦାର ଅବଶିଷ୍ଟ ଲୋକେ, ତୁମ୍ଭେମାନେ ଏବେ ସଦାପ୍ରଭୁଙ୍କର ବାକ୍ୟ ଶୁଣ: ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେମାନେ ଯେବେ ମିସରରେ ପ୍ରବେଶ କରିବା ପାଇଁ ନିତା; ଉତ୍ସୁକ ହୁଅ ଓ ସେଠାରେ ପ୍ରବାସ କରିବା ପାଇଁ ଯାଅ;
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ହେ ଯିହୁଦାର ଲୋକେ, ତୁମ୍ଭେମାନେ ଏବେ ସଦାପ୍ରଭୁଙ୍କର ବାକ୍ୟ ଶୁଣ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ଯଦି ତୁମ୍ଭେମାନେ ମିଶରକୁ ଯିବା ପାଇଁ ଓ ବାସ କରିବା ପାଇଁ ସଙ୍କଳ୍ପବଦ୍ଧ, ଏହି ନିମ୍ନ ଘଟଣାମାନ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ହେ ଯିହୁଦାର ଅବଶିଷ୍ଟ ଲୋକେ, ତୁମ୍ଭେମାନେ ଏବେ ସଦାପ୍ରଭୁଙ୍କର ବାକ୍ୟ ଶୁଣ: ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ ଯଦି ମିସରରେ ପ୍ରବେଶ କରିବା ପାଇଁ ନିତାନ୍ତ ଉତ୍ସୁକ ହୁଅ ଓ ସେଠାରେ ପ୍ରବାସ କରିବା ପାଇଁ ଯାଅ;
Odia IRV 2017 (ଓଡିଆ ବାଇବେଲ)
ଏହେତୁ ହେ ଯିହୁଦାର ଅବଶିଷ୍ଟ ଲୋକେ, ତୁମ୍ଭେମାନେ ଏବେ ସଦାପ୍ରଭୁଙ୍କର ବାକ୍ୟ ଶୁଣ: ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ ଯଦି ମିସରରେ ପ୍ରବେଶ କରିବା ପାଇଁ ନିତାନ୍ତ ଉତ୍ସୁକ ହୁଅ ଓ ସେଠାରେ ପ୍ରବାସ କରିବା ପାଇଁ ଯାଅ;