Jeremiah 42:16 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଯେଉଁ ଖଡ୍ଗକୁ ଭୟ କରୁଛ ତାହା ତୁମ୍ଭମାନଙ୍କ ପେଛ ପେଛ ୟାଇ ମିଶର ରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷଯ ରେ ତୁମ୍ଭମାନେେ ଭୟଭୀତ, ତାହା ମିଶର ଦେଶ ରେ ତୁମ୍ଭମାଙ୍କ ପେଛ ପେଛ ଲାଗି ରହିବ ଓ ସହେିଠା ରେ ତୁମ୍ଭମାନେେ ମରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଏହା ଘଟିବ ଯେ, ଯେଉଁ ଖଡ଼୍ଗକୁ ତୁମ୍ଭେମାନେ ଭୟ କରୁଅଛ, ତାହା ତୁମ୍ଭମାନଙ୍କର ପଛେ ଗୋଡ଼ାଇ ମିସରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୀତ ହେଉଅଛ, ତାହା ମିସର ଦେଶରେ ତୁମ୍ଭମାନଙ୍କର ପଛେ ପଛେ ଲାଗି ରହିବ ଓ ସେଠାରେ ତୁମ୍ଭେମାନେ ମରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯେଉଁ ଖଡ଼୍ଗକୁ ଭୟ କରୁଛ ତାହା ତୁମ୍ଭମାନଙ୍କ ପଛେ ପଛେ ଯାଇ ମିଶରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୟଭୀତ, ତାହା ମିଶର ଦେଶରେ ତୁମ୍ଭମାନଙ୍କ ପଛେ ପଛେ ଲାଗି ରହିବ ଓ ସେହିଠାରେ ତୁମ୍ଭେମାନେ ମରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଏହା ଘଟିବ ଯେ, ଯେଉଁ ଖଡ୍ଗକୁ ତୁମ୍ଭେମାନେ ଭୟ କରୁଅଛ, ତାହା ତୁମ୍ଭମାନଙ୍କର ପଛେ ଗୋଡ଼ାଇ ମିସରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୀତ ହେଉଅଛ, ତାହା ମିସର ଦେଶରେ ତୁମ୍ଭମାନଙ୍କର ପଛେ ପଛେ ଲାଗି ରହିବ ଓ ସେଠାରେ ତୁମ୍ଭେମାନେ ମରିବ।
Odia IRV 2017 (ଓଡିଆ ବାଇବେଲ)
ତେବେ ଏହା ଘଟିବ ଯେ, ଯେଉଁ ଖଡ୍ଗକୁ ତୁମ୍ଭେମାନେ ଭୟ କରୁଅଛ, ତାହା ତୁମ୍ଭମାନଙ୍କର ପଛେ ଗୋଡ଼ାଇ ମିସରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୀତ ହେଉଅଛ, ତାହା ମିସର ଦେଶରେ ତୁମ୍ଭମାନଙ୍କର ପଛେ ପଛେ ଲାଗି ରହିବ ଓ ସେଠାରେ ତୁମ୍ଭେମାନେ ମରିବ।’